ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନା ସ୍ଥିତି
ଭୁବନେଶ୍ୱର: ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ଦୈନିକ ସଂକ୍ରମଣ ଏବେ ୫ଶହ ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୫୨ ଓ ସ୍ଥାନୀୟ ସଂକ୍ରମିତ ୧୭୬ ଜଣ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮!-->…
