ଆଜି ପବିତ୍ର ଗଣେଶ ଚତୁର୍ଥୀ
ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଗଣେଶ ଚତୁର୍ଥୀ । ପୂଜା ପାଇବେ ଗଜାନନ । କୋଭିଡ୍ କଟକଣାରେ ପୂଜା କରାଯାଉଛି ଗଜାନନଙ୍କୁ । ଘରେ ଓ ମଣ୍ଡପରେ ପୂଜା ପାଇଛନ୍ତି ବିଘ୍ନ ବିନାଶକ । ଜାକଜମକ ନୁହେଁ ନିରାଡମ୍ବର ଭାବେ ପୂଜା କରାଯାଉଛି । ମଣ୍ଡପ ନିକଟକୁ ଭକ୍ତଙ୍କୁ ବାରଣ କରାଯାଇଛି । ରାଜ୍ୟର!-->…
