ଓଡିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଉତ୍କର୍ଷ କେନ୍ଦ୍ରର ଆଜି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଆଦର୍ଶ ବିଦ୍ୟାଳୟ ଭୁବନେଶ୍ୱର ଉପକଣ୍ଠରେ ଥିବା ଅନ୍ଧାରୁଆରେ 25 ଏକର ଜମିରେ ନିର୍ମାଣ ହେବାକୁ ଯାଉଛି । ଯେଉଁଥିରେ ୧୩!-->…
