Odia News Portal
Yearly Archives

2021

ଗୃହରେ ପ୍ରତିବାଦ ବେଳେ ଅସୁସ୍ଥ ହେଲେ ତାରା

ଭୁବନେଶ୍ୱର: ଗୃହରେ ପ୍ରତିବାଦ କଲା ବେଳେ ଅସୁସ୍ଥ ହୋଇପଡିଛନ୍ତି କୋରାପୁଟ ବିଧାୟକ ତାରା ବାହିନୀପତି । ଚେୟାର ଊପରେ ଛିଡା ହୋଇ ପ୍ରତିବାଦ କରୁଥିଲେ । ଏହି ସମୟରେ ସେ ଅସୁସ୍ଥ ହୋଇ ପଡିଥିଲେ । ତାଙ୍କୁ ସହଯୋଗୀ ସଦସ୍ୟମାନେ ପାଣି ପିଆଇ ଏକେ ଚେୟାରରେ ବସାଇଥିଲେ । ବିଧାନସଭା ଚାଲିଥିବା

ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୁରଭଂଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ବଜ୍ରପାତ ନେଇ ୧୧ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି । କୋରାପୁଟ, ମାଲକାନଗିରି,

ପିପିଲିରେ କିଏ ମାରିବ ବାଜି?

ଭୁବନେଶ୍ୱର: ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ ଲାଗି ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଉପନିର୍ବାଚନରେ ୧୦ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଉଛନ୍ତି । ତେବେ ଏଠାରେ ଭୋଟରମାନେ କାହାକୁ ଗ୍ରହଣ କରିବେ ତାକୁ ଏବେ ସବୁଠି ଆରମ୍ଭ ହୋଇଗଲାଣି ଚର୍ଚ୍ଚା । ବିଜେଡିର ଦିବଙ୍ଗତ ନେତା ପ୍ରଦୀପ

ଫିଲ୍ମ ‘ଥଲାଇଭି’ ରିଲିଜ୍ ପୂର୍ବରୁ ଜୟଲଳିତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ କଙ୍ଗନା ରଣାୱତ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତ ଏବେ ତାଙ୍କ ଫିଲ୍ମ ‘ଥଲାଇଭି’ କୁ ନେଇ ଚର୍ଚ୍ଚାରେ ଅଛନ୍ତି । କଙ୍ଗନାଙ୍କ ଏହି ଫିଲ୍ମଟି ଜୟଲଳିତାଙ୍କ ଜୀବନ ଉପରେ ଆଧାରିତ । ଯାହା ଖୁବ୍ ଶୀଘ୍ର ରିଲିଜ୍ ହେବାକୁ ଯାଉଛି । ଫିଲ୍ମଟିକୁ ଦେଖିବା ପାଇଁ ଫ୍ୟାନ୍ସମାନେ ଉତ୍ସାହର ସହ ଅନେଇ ବସିଛନ୍ତି ।

ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ବ୍ୟାଡମିଣ୍ଟନରେ ବ୍ରିଟେନର ଖେଳାଳୀଙ୍କୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗବତ । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇଛନ୍ତି ।

ରାଜ୍ୟ ସରକାରଙ୍କ ତୃତୀୟ ଲହର ପ୍ରସ୍ତୁତିକୁ ନେଇ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର: ରାଜ୍ୟରେ ଏବେବି କରୋନା ସଂକ୍ରମଣ ହାର ଚିନ୍ତାଜନକ ରହିଛି । ଏପଟେ ପୁଣି ତୃତୀୟ ଲହର ଭୟ ବି ବଢିଛି ମାତ୍ର ଏଭଳି ସ୍ଥିତିରେ ରାଜ୍ୟ ସରକାର କରୋନା ମହାମାରୀର ତୃତୀୟ ଲହରକୁ ମୁକାବିଲା କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ବାରମ୍ବାର ରାଜ୍ୟବାସୀଙ୍କୁ ଆଶ୍ୱାସନା ଦେଇ

ଇସ୍ତଫା ଦେବେ ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାପାନ ପ୍ରଧାନମନ୍ତ୍ରୀ ୟୋସିହିଡେ ସୁଗା ଶୁକ୍ରବାର ଘୋଷଣା କରିଛନ୍ତି ଯେ ସେ ଜାପାନର ଶାସକ ଦଳ ଲିବରାଲ୍ ଡେମୋକ୍ରାଟିକ୍ ପାର୍ଟି (LDP) ର ନେତୃତ୍ୱ ପାଇଁ ନିର୍ବାଚନ ଲଢିବେ ନାହିଁ। କରୋନା ମହାମାରୀକୁ ନିୟନ୍ତ୍ରଣ କରୁଥିବା ସମାଲୋଚନା ମଧ୍ୟରେ ଏହି ଘୋଷଣା କରାଯାଇଛି।

ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ

ଟୋକିଓ: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ଫାଇନାଲରେ ବ୍ରିଟେନର ପ୍ରତିଯୋଗୀଙ୍କୁ ହରାଇ ସେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ପ୍ରମୋଦଙ୍କ ଦେଶବାସୀ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି । ବରଗଡ଼

ଆସନ୍ତା ୩୦ରେ ହେବ ମମତାଙ୍କ ଭାଗ୍ୟ ନିର୍ଦ୍ଧାରଣ

କୋଲକାତା: ଆସନ୍ତା ୩୦ରେ ହେବ ଉପନିର୍ବାଚନ । ପଶ୍ଚିମବଙ୍ଗରେ ଉପନିର୍ବାଚନ ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ପଶ୍ଚିମବଙ୍ଗର ଭବାନୀପୁର ସମେତ ସମସେରଗଞ୍ଜ ଓ ଜଙ୍ଗିପୁର ବିଧାନସଭା ଆସନ ପାଇଁ ତାରିଖ ଘୋଷଣା ସରିଛି । ଏଠାରେ ସେପ୍ଟେମ୍ବର ୩୦ ରେ ଭୋଟ ଗ୍ରହଣ ହେବ ଓ ଅକ୍ଟୋବର

ବଦଳିଲା +୩ ନାମଲେଖା ପ୍ରକ୍ରିୟା ତାରିଖ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସରକାରୀ ଓ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜରେ ଯୁକ୍ତ ୩ରେ ନାମ ଲେଖା ଆବେଦନ ପାଇଁ ଶନିବାର ରାତି ୧୧ଟା ୪୫ ଶେଷ ସମୟ ରହିଛି । ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ୧୦୨୨ ଡିଗ୍ରୀ କଲେଜ ପାଇଁ ଶୁକ୍ରବାର ସନ୍ଧ୍ୟା ସୁନ୍ଧା ୨ ଲକ୍ଷ ୪୫ ହଜାର ୯୬୮ ଜଣ