ଆଇଏଏସ ସ୍ତରରେ ଛୋଟ ଧରଣର ଅଦଳବଦଳ
ଭୁବନେଶ୍ୱର: ଆଇଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ରାଜ୍ୟପାଳଙ୍କ ସଚିବ ତଥା କମିଶନର ଥିବା ପ୍ରମୋଦ କୁମାର ମେହେର୍ଦ୍ଦାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ରିଲିଭ କରାଯାଇଛି । କେନ୍ଦ୍ରରେ ଜାତୀୟ ଜାତୀୟ ଖାଦ୍ୟ ସୁରକ୍ଷା ମିଶନ ବା ଘୠଝଗର ଏମଡି ଭାବେ!-->…
