ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଊର୍ଦ୍ଧ୍ବ ମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୬ ହଜାର ୭୫୯ ନୂଆ କରୋନା ମାମଲା ରୁଜୁ ହୋଇଛି। ଦିନକରେ ୫୦୯ ଜଣଙ୍କର ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟାରେ ୩୧!-->…
