Odia News Portal
Yearly Archives

2021

ବାହାଘର ବେଳେ ବାଇଗଣ ରୁଆ, ୫୦ ଟିଫା ମେସିନି କିଣିବାକୁ ପାଗ ଭିଡିଲା ବିଏମ୍‍ସି

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମ୍‍ସି)ର ଏବେ ବାହାଘର ବେଳେ ବାଇଗଣ ରୋଇବା ଭଳି ଅବସ୍ଥା । ସମଗ୍ର ରାଜଧାନୀକୁ ଡେଙ୍ଗୁ କବଳିତ କଲାପରେ ଏବେ ବିଏମ୍‍ସି ଧୂଆଁ ଛାଡୁଥିବା ଟିଫା ମେସିନ କିଣିବାକୁ ପାଗ ଭିଡିଛି । ସହର ପାଇଁ ୫୦ଟି ଟିଫା ମେସିନ କିଣିବାପାଇଁ ପ୍ରକ୍ରିୟା ଆରମ୍ଭ

ପରଲୋକରେ ଯୁବ କଂଗ୍ରେସ ନେତା ସଂଗ୍ରାମ ଜେନା

ଭୁବନେଶ୍ୱର: କରୋନାରେ ପ୍ରାଣ ହରାଇଲେ କଂଗ୍ରେସ ଯୁବନେତା ସଂଗ୍ରାମ ଜେନା । ୪୩ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଯୁବ କଂଗ୍ରେସର ସଭାପତି ଥିଲେ ସଂଗ୍ରାମ । କରୋନାରେ ଆକ୍ରାନ୍ତ ହୋଇ ସେ ହାଇଦ୍ରାବାଦରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

ଓଡ଼ିଶାରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆସି ପହଂଚିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଭୁବନେଶ୍ୱର ଏୟାରପୋର୍ଟ ରେ ଠିକ୍ ଦିନ ୯ଟା ସମୟରେ ଆସି ଦୁଇ ମନ୍ତ୍ରୀ ପହଂଚିଛନ୍ତି ।ତାଙ୍କୁ ସ୍ୱାଗତ କରିବା ପାଇଁ ବିପୁଳ ପରିମାଣରେ ଲୋକ ଉପସ୍ଥିତ ହେବା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୮ ଜଣ ଶିଶୁ ଓ କିଶୋର

କେବେ କମିବ କରୋନା ତାଣ୍ଡବ, ପୁଣି ୬୮ ମୁଣ୍ଡନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ କଟକ ଜିଲାରେ ସର୍ବାଧିକ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଜଗତସିଂହପୁରରେ ୧୦ ଓ ଖୋର୍ଦ୍ଧା ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଢେଙ୍କାନାଳରେ ୬, ଭଦ୍ରକ ୫ ଓ

ଗ୍ୟାସ ଟାଙ୍କି ଫାଟି ୭ ଗୁରୁତର

ଖୋର୍ଦ୍ଧା: ବାଲୁଗାଁରେ ଏକ ଗ୍ୟାସ ଟାଙ୍କି ଫାଟି ୭ ଜଣ ଗୁରୁତର ଆହତ ହୋଇଛନ୍ତି । ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟି ଯାଇଛି । ରୋଷେଇ ବେଳେ ନିଆଁ ଲାଗି ଯାଇଥିବା ବେଳେ ଗ୍ୟାସ ଟାଙ୍କି ଫାଟି ୭ ଜଣ ଗୁରୁତର ହୋଇଛନ୍ତି । ଗ୍ୟାସରୁ ନିଆଁ ଲାଗିଯିବା

ଭକ୍ତମାନେ ବାବା କରୁଣା ପାଇବା ଲାଗି ଏତେ ବ୍ୟାକୁଳ କାହିଁକି?

ଭୁବନେଶ୍ୱର: ଲୋକମାନେ ଆତୁର ହୋଇ ଇଶ୍ୱରଙ୍କ କରୁଣା ଲୋଡନ୍ତି, କାରଣ ସେମାନଙ୍କ ହୃଦୟରେ କରୁଣା ନଥାଏ । ଯାହା ଆମ ପାଖରେ ନଥାଏ, ତାହା ହିଁ ଆମେ ଖୋଜୁ ଓ ପାଇବାକୁ ବ୍ୟାକୁଳ ହୋଇପଡୁ । ଇଶ୍ୱର ହେଉଛନ୍ତି ‘ଭାବ’- ଆମେ ସବୁ ଅଭାବ ବା ଭାବହୀନ । ଏଣୁ ବାବାଙ୍କ କରୁଣା ଲାଗି ବ୍ୟାକୁଳ ହୋଇଥାଉ ।

ପ୍ରକାଶ ପାଇଲା ଆଇସିସି ଟେଷ୍ଟ ମାନ୍ୟତା, ଜାଣନ୍ତୁ କେଉଁ ଖେଳାଳୀ କେତେ ନମ୍ବର ସ୍ଥାନରେ ରହିଛନ୍ତି

ନୂଆଦିଲ୍ଲୀ: ଆଇସିସି ଦ୍ଵାରା ବୁଧବାର ଜାରି ସଦ୍ୟତମ ଟେଷ୍ଟ ମାନ୍ୟତାରେ ଭାରତୀୟ ଓପନର୍ କେ.ଏଲ୍ ରାହୁଲଙ୍କୁ ବଡ଼ ଲମ୍ଫ ଦେଇଛନ୍ତି। ରାହୁଲ ୧୯ଟି ସ୍ଥାନ ଉଠି ୩୭ତମ ସ୍ଥାନକୁ ଉନ୍ନୀତ କରିଛନ୍ତି ଜ୍ଝ ଲର୍ଡସରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଏକ ଚମତ୍କାର ଶତକ ଯୋଗୁଁ ରାହୁଲଙ୍କ

ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ…

ରାଉରକେଲା: ଦିନିକିଆ ରାଉରକଲେ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଓ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ, ଜାତୀୟ ସ୍ବାସ୍ଥ୍ୟ

ରାଜ୍ୟରେ ୨ କୋଟି ଟପିଲା କରୋନା ଟିକାକାଣ

ଭୁବନେଶ୍ୱର: ଟିକାକରଣ ଅଭିଯାନରେ ଓଡିଶା ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି। ବୁଧବାର ରାତି ୧ ଟା ପର‌୍ୟ୍ୟନ୍ତ ୨,୦୦,୨୧,୮୧୪ ଡୋଜ ଟିକା ଦିଆଯିବା ସହିତ ବଡ ସଫଳତା ହାସଲ କରିପାରିଛି ଓଡ଼ିଶା। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି କହିଛି ଯେ "୨ କୋଟି ଡୋଜ ସଫଳତାର ସହ ପରିଚାଳିତ