Odia News Portal
Yearly Archives

2021

ବିରେନ୍ଦ୍ର କୁମାର କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଚାଲି ଶପଥ ଗ୍ରହଣ ଉତ୍ସବ । ବିରେନ୍ଦ୍ର କୁମାର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏହି ସମାରୋହରେ ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଶପଥ ନେଉଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବରିଷ୍ଠ ନେତାମାନେ ଯୋଗ ଦେଇଛନ୍ତି ।

କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ନାରାୟଣ ରାଣେ

ନୂଆଦିଲ୍ଲୀ: ଆରମ୍ଭ ହୋଇଛି ମୋଦିଙ୍କ ନୂଆ ମନ୍ତ୍ରୀ ମଣ୍ଡଳ । ମନ୍ତ୍ରୀମାନେ ଶପଥ ଗ୍ରହଣ କରୁଛନ୍ତି । ତେବେ କ୍ୟାବିନେଟ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି ନାରାୟଣ ରାଣେ । ରାଷ୍ଟ୍ରପତି ଭବନରେ ଚାଲି ଶପଥ ଗ୍ରହଣ ଉତ୍ସବ ।

ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ଇସ୍ତଫା

ନୂଆଦିଲ୍ଲୀ: ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ। ମହାମାରୀ କରୋନାକୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଅଭିଯୋଗକୁ ନେଇ ଚାପରେ ଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ। ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଇସ୍ତଫା ଦେଇଛନ୍ତି।ଆଜି କେନ୍ଦ୍ର କ୍ୟାବିନେଟ

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ପ୍ରତାପ ଷଢ଼ଙ୍ଗୀ

ନୂଆଦିଲ୍ଲୀ: ମୋଦିଙ୍କ ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଅନେକ ମନ୍ତ୍ରୀ ଇସ୍ତଫା ଦେଉଛନ୍ତି । ବାଲେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ଯାଇ ମନ୍ତ୍ରୀ ହୋଇଥିବା ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଇସ୍ତଫା ଦେଇଛନ୍ତି । ପ୍ରତାପ ଷଡ଼ଙ୍ଗୀ ଲୋକସଭାକୁ ନିର୍ବାଚିତ ହେବା ପରେ ଅଣୁ, କ୍ଷୁଦ୍ର ଓ

ଆସିଲା ୪୩ ଜଣିଆଁ ମନ୍ତ୍ରୀଙ୍କ ତାଲିକା

ନୂଆଦିଲ୍ଲୀ: ପ୍ରକାଶ ପାଇଛି ୪୩ ଜଣିଆଁ ମନ୍ତ୍ରୀଙ୍କ ତାଲିକା । ଏହି ତାଲିକା ଏବେ ମୋବାଇଲୁ ମୋବାଇଲକୁ ଘୁରିବାକୁ ଲାଗି ଲାଗିଲାଣି । ତେବେ ଏହି ଲିଷ୍ଟରେ ଓଡ଼ିଶାର ଦସ୍ୱବକ୍ସଚ୍ଚ ସାଂସଦଙ୍କ ନାମ ରହିଛି । ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ ଏବଂ ମୟୂରଭଞ୍ଜ ସାଂସଦ ବିଶ୍ୱେଶର ଟୁଡୁଙ୍କ ନାମ

ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଗି ଗଲା ୨୩ ଜଣ ମନ୍ତ୍ରୀଙ୍କ ନାମ!

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଗି ୨୩ଜଣ ନାମ ପଠାଯାଇଥିବା ସୂତ୍ରରୁ ଜଣା ପଡିଛି । ତେବେ ୩ଜଣଙ୍କ ପଦୋନ୍ନତି ହେବା ନେଇ ସୂଚନା ମିଳିଛି । ଜ୍ୟୋତିରାଦିତ୍ୟ ସିଦ୍ଧିଆ, ସର୍ବାନନ୍ଦ ସୋନୱାଲ, ପଶୁପତି ପାରସ, ନାରାୟଣ ରାଣେ, ଭୁପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ମିନାକ୍ଷୀ ଲେଖି ଏବଂ

ଆଜି ୪୩ଜଣ ମନ୍ତ୍ରୀ ନେବେ ଶପଥ

ନୂଆଦିଲ୍ଲୀ: ଆଜି ମୋଦିଙ୍କ ଟମ୍ର ୪୩ଜଣ ମନ୍ତ୍ରୀ ଶପଥ ନେବେ ବୋଲି ସୂଚନା ମିଳିଛି । ସଂଦ୍ଧା ୬ଟାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ବୋଲି ରାଷ୍ଟ୍ରପତିଙ୍କ ଅଫିସରୁ ସୂଚନା ମିଳିଛି । ତେବେ ମନ୍ତ୍ରୀ ମଣ୍ଡଳରେ କେଉଁମାନଙ୍କୁ ସ୍ଥାନ ମିଳିଛି ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ସେପଟେ

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଇସ୍ତଫା ଦେଇଥିବା ସୂଚନା

ନୂଆଦିଲ୍ଲୀ: ଆଜି ସଦ୍ଧାରେ ସଂପ୍ରସାରଣ ହେବ ମୋଦିଙ୍କ ମନ୍ତ୍ରୀ ମଣ୍ଡଳ । ତେବେ ଏହା ପୂର୍ବରୁ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ । ତାଙ୍କର ସ୍ୱାସ୍ଥ୍ୟଗତ କାରଣରୁ ସେ ଇସ୍ତଫା ଦେଇଥିବା ସୂଚନା ମିଳିଛି । ତେବେ ଆଜି କେଉଁ ମାନଙ୍କୁ ସବୁ ସ୍ଥାନ ମିଳିବ ତାକୁ ନେଇ

ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ପୂର୍ବରୁ ଇସ୍ତଫା ଦେଲେ ସନ୍ତୋଷ ଗଙ୍ଗୱାର

ନୂଆଦିଲ୍ଲୀ: ଆଜି ମୋଦିଙ୍କ ମନ୍ତ୍ରୀ ମଣ୍ଡଳ ସଂପ୍ରସାରଣ ହେବ । ତେବେ ଏହା ପୂର୍ବରୁ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶ୍ରମମନ୍ତ୍ରୀ ସନ୍ତୋଷ ଗଙ୍ଗୱାର । ପିଟିଆଇ ସୂତ୍ରରୁ ଏହି ଖବର ମିଳିଛି । ତେବେ ମୋଦିଙ୍କ ନୂଆ ମନ୍ତ୍ରୀ ମଣ୍ଡଳରେ କେତେଜଣଙ୍କୁ ସ୍ଥାନ ମିଳିବ ଓ କାହାକୁ

ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ୧୮ ନୂଆ, ୩ ଜଣଙ୍କ ପଦୋନ୍ନତି!

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ବସିବ । ମୋଦିଙ୍‌କ ମନ୍ତ୍ରୀ ମଣ୍ଡଳରେ ହେବ ସଂପ୍ରସାରଣ । ଯାହାକୁ ନେଇ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି । ତେବେ ମୋଦିଙ୍କ ମନ୍ତ୍ରୀ ମଣ୍ଡଳରେ ୧୮ଜଣ ନୂଆ ନେତାଙ୍କୁ ସ୍ଥାନ ମିଳିବାକୁ ଥିବା ବେଳେ ୩ଜଣଙ୍କ ପଦୋନ୍ନତି ହେବା ନେଇ ସୂଚନା ମିଳିଛି ।