ପୁଣି ଏକ ବାତ୍ୟା ଆଶଙ୍କା
ଆସୁଛି ବଡ଼ ବର୍ଷା। ଆସନ୍ତା ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏପରିକି ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
ଆଇଏମ୍ଡି ଡିଜି!-->!-->!-->…