୮ ତାରିଖରେ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ୧୨ ତାରିଖରେ ଚଳିତ ବର୍ଷ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ବିନା ଭକ୍ତରେ ରଥାରୁଢ଼ ହେବେ ଶ୍ରୀଜୀଉ । ତେବେ ରଥଯାତ୍ରା ଲାଗି ପ୍ରସ୍ତୁତି ସମୀକ୍ଷା ବୈଠକ ଆସନ୍ତା ୮ ତାରିଖରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ପ୍ରସ୍ତୁତି ବୈଠକ ଅନୁଷ୍ଠିତ!-->…
