Odia News Portal
Yearly Archives

2021

ମହିଳା ବିଜେଡ଼ିର ଉପଦେଷ୍ଟା ହେବା ପରେ କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ: ରାଜ୍ୟ ମହିଳା ବିଜେଡିର ଉପଦେଷ୍ଟା ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କୁ ନିଯୁକ୍ତି ମିଳିଛି । ଏହି ଅବସରରେ ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ ତାଙ୍କୁ ଶୁଭେଚ୍ଛା ସମ୍ବର୍ଦ୍ଧନା ଦିଆଯାଇଛି । ସେହିପରି ମୁମ୍ବାଇ ପ୍ରବାସୀ ଓଡିଆ ସଙ୍ଗଠନ ପକ୍ଷରୁ

ରାଜଧାନୀରେ ଶହେ ପାର ହେଲା ପେଟ୍ରୋଲ ଦର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶହେ ପାରକଲା ପେଟ୍ରୋଲ ଦର । କରୋନା ସମୟରେ ବଢ଼ି ଚାଲିଛି ପେଟ୍ରୋଲ ଦର । ଫଳରେ ଏହାକୁ ନେଇ ଜନସାଧାରଣଙ୍କ ଚିନ୍ତା ବଢ଼ି ଯାଇଛି । ଗୋଟିଏ ପଟେ କରୋନା ସମସ୍ତଙ୍କର ଜୀବିନ ଜୀବିକା ଛଡ଼ାଇ ନେଇଥିବା ବେଳେ ଏହି ସମୟରେ ପୁଣି ତୈଳ ଦର ବୃଦ୍ଧି ଜନତାଙ୍କ ଉପରେ

୨୩ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ୫ ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ନୟାଗଡ , କଟକ ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ

ରାଜ୍ୟରେ ୪୬ ମୁଣ୍ଡନେଲା ମହାମରୀ

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ଧରୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା । ପ୍ରତିଦିନ ୪୦ ଉପରେ ରହୁଛି ମୃତକଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୪୬ ଆକ୍ରାନ୍ତଙ୍କ ପ୍ରାଣନେଇଛି ମହାମାରୀ । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪ ହଜାର ୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ

ରାଜ୍ୟରେ ଦିନକରେ ୩୨୨୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୮୩୮ ଓ ସ୍ଥାନୀୟ ସଂକ୍ରମିତ ୧୩୮୪ ଜଣ ରହିଥିବା ଜଣାଯାଇଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୯୧, ବାଲେଶ୍ୱର ୨୦୮, ବରଗଡ ୨୪, ଭଦ୍ରକ ୧୪୧,

କୃଷକଙ୍କ ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ୱର: ଦୀର୍ଘ ଏକବର୍ଷରୁ ଅଧିକ ସମୟ ଧରି ବିଜେପି ଶାସିତ ରାଜ୍ୟ ଉତ୍ତରପ୍ରଦେଶ ଓ ହରିଆନାରେ ସେମାନଙ୍କ ଦଳ ବିରୁଦ୍ଧରେ ଚାଲିଥିବା କୃଷକ ଆନ୍ଦୋଳନରୁ ସାଧାରଣ ଲୋକଙ୍କ ନଜର ହଟାଇବା ପାଇଁ ଓଡିଶା ବିଜେପି ଏବଂ ତାଙ୍କ ଦଳର ନେତା ପୃଥ୍ୱୀରାଜ ହରିଚନ୍ଦନ ଆଜି ପୁଣିଥରେ କେତେକ ମିଥ୍ୟା ଓ

ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କରୋନା ପଜିଟିଭ୍‌

ଭୁବନେଶ୍ୱର: ବାଲିଗୁଡ଼ାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ କରୋନା ପଜିଟିଭ୍ ଚିହ୍ନଟ । ଭୁବନେଶ୍ୱର ଏମ୍ସରେ ତାଙ୍କୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଆଣ୍ଟିଜେନ ଟେଷ୍ଟ କରାଯିବା ପରେ ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ବିଜେପି ସଭାପତି

ପ୍ରଥମେଶ ମିଶ୍ର ହେଲେ ଆରସିବିର ନୂଆ ଚେୟାରମ୍ୟାନ

ନୂଆଦିଲ୍ଲୀ: ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋରର ନୂଆ ଚେୟାରମ୍ୟାନ ହୋଇଛନ୍ତି ପ୍ରଥମେଶ ମିଶ୍ର । ଆଜି ତାଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି । ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଫ୍ରାଞ୍ଚାଇଜ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଜି ଡିଆଗୋ ବରିଷ୍ଠ ଅଧିକାରୀ ପ୍ରତମେଶ ମିଶ୍ରଙ୍କୁ

ଝରକା ଭାଙ୍ଗି ନାବାଳିକାଙ୍କୁ ଘରୁ ଉଠାନେଲେ, ୫ଜଣ ମିଶି ଦୁଷ୍କର୍ମ କରିବା ପରେ ହତ୍ୟା କରି ଫୋପାଡି ଦେଲେ…

ପାଟନା: କିଛି କ୍ଷଣର ସୁଖ ଲାଗି ମଣିଷ ପାଲଟି ଯାଉଛି ପଶୁ । ସାମାନ୍ୟ ଦେହର ସୁଖ ଲାଗି ମଣିଷ ପାଲଟୁଛି ନରରାକ୍ଷସ । ଦେହଲୋଭି ମଣିଷଙ୍କ ଉନ୍ମୁକ୍ତକାଣ୍ଡ । ବିହାରର ହାଜିପୁର ଅଞ୍ଚଳରୁ ଆସିଛି ଏକ ଲଜ୍ଜାଜନକ ଖବର । ୫ଜଣ ଯୁବକ ମିଶି ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇଥିଲେ । ଦୁଷ୍କର୍ମ କରିବା

ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି