ଆଜି ରାଜ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେତେବେଳେ ଉପର ମୁହାଁ ହେଉଛି ତ ଆଉ କେତେବେଳେ ତଳମୁହାଁ । ଗତକାଲି ୩ହଜାର ତଳେ ଆକ୍ରାନ୍ତଙ୍କ ସଂଖ୍ୟା ଥିବାବେଳେ ଆଜି ୩ହଜାର ଡେଇଁଛି ସଂକ୍ରମଣ ହାର । ଗତ ୨୪ ଘଣ୍ଟାରେ ୩୩୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ!-->…
