ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୪୦ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତକାଲି ଦୈନିକ କରୋନା ସଂକ୍ରମଣରେ ହ୍ରାସ ପରିଲକ୍ଷିତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ୨୬୪୦ ଜଣ ନୂଆ କରୋସଂ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୫୧୭ ଓ ସ୍ଥାନୀୟ ସଂକ୍ରମିତ ୧୧୨୩ ଜଣ ରହିଛନ୍ତି । ଅନୁଗୁଳ ଜିଲାରୁ ୮୯ ଜଣ ନୂଆ ସଂକ୍ରମିତ!-->…
