ସମ୍ ହସ୍ପିଟାଲରେ ଜନସାଧାରଣଙ୍କ ପାଇଁ କୋଭିସିଲ୍ଡ ଟୀକା ଉପଲବ୍ଧ
ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାକୁ ସବୁଠାରୁ ଗୁରୁତ୍ୱ ଦେଉଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲରେ ଜନସାଧାରଣଙ୍କର ସ୍ୱାସ୍ଥ୍ୟ ସେବା ଓ ସୁବିଧାକୁ ଦୃଷ୍ଟିରେ ରଖି କୋଭିସିଲ୍ଡ ଟୀକା ପ୍ରଦାନ କରାଯାଉଛି । ସେରମ!-->…
