ପଢ଼ନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍…
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୨ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର!-->…
