Odia News Portal
Yearly Archives

2021

ଭୁବନେଶ୍ୱର ଏକ ନମ୍ବର ହାଟ ବନ୍ଦ ନିର୍ଦ୍ଦେଶ ଦେଲା ବିଏମସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପ୍ରସିଦ୍ଧ ଏକ ନମ୍ବର ହାଟକୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ନିର୍ଦ୍ଦେଶ ଦେଲା ବିଏମସି । ଉଭୟ ହୋଲସେଲର ଓ ଣିଟେଲର ବ୍ୟବସାୟୀଙ୍କ ଲାଗି ବନ୍ଦ ରହିବ ହାଟ । କୋଭିଡ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମସି ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି । ତେବେ ଏଠାରେ

ଅନଲାଇନରେ ହେବ ୟୁଜି ପିଜି ପରୀକ୍ଷା

ଭୁବନେଶ୍ୱର: ୟୁଜି ପିଜି ପରୀକ୍ଷା ନେଇ ଆଜି ସବୁ ଡିଗ୍ରୀ କଲେଜର ଅଧ୍ୟାପକଙ୍କ ସହ ବୈଠକ କରିଛନ୍ତି ମନ୍ତ୍ରୀ ଅରୁଣ ସାହୁ । ତେବେ ଚଳିତ ବର୍ଷ ଅନଲାଇନରେ ପରୀକ୍ଷା ଦେବେ ଛାତ୍ର ଛାତ୍ରୀ । ପିଲାଙ୍କ ପରିକ୍ଷା ଦାୟିତ୍ୱ ନେବେ ଶିକ୍ଷକ । ପ୍ରତି ଶିକ୍ଷକଙ୍କ ମନିଟରିଙ୍ଗରେ ରହିବେ କିଛି ଛାତ୍ର

ଆଜିଠୁ ଯୁକ୍ତ ୨ ଛାତ୍ର ଛାତ୍ରୀଙ୍କୁ ମିଳିବ ଆଡମିଟ୍ କାର୍ଡ଼

ଭୁବନେଶ୍ୱର: ଜୁଲାଇ ୩୧ ସୁଦ୍ଧା +୨ ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସଇ) ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଜୁଲାଇ ଶେଷ ସୁଦ୍ଧା ଫଳ ପ୍ରକାଶ କରିବା ଲାଗି ସିଏଚ୍ଏସ୍ଇ ମଧ୍ୟ ଯୋଜନା ପ୍ରସ୍ତୁତ କରୁଛି ।

ବିନା ପରୀକ୍ଷାରେ ଆଜି ପ୍ରକାଶ ପାଇବ ମେଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ମେଟ୍ରିକ ରେଜଲ୍ଟ । ଚଳିତବର୍ଷ କରୋନା କଟକଣାକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇନଥିଲେ । ମାତ୍ର ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ରେଜଲ୍ଟ । ସଂଧ୍ୟା ୬ଟା ପରେ ବୋର୍ଡ ୱେବସାଇଟ୍ରେ ଫଳାଫଳ ଉପଲବ୍ଧ ହେବ । www.bseodisha.ac.in ଓ

ଆକାଶ ପାଠକଙ୍କୁ ମିଳିଲା ଜାମିନ୍‌

କଟକ: ଟାଟା କମ୍ପାନୀରେ ଚାକିରୀ ଦେବା ଅଭିଯୋଗରେ ଫସିଥିବା ଆଇଏଫଏସ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କୁ ଆଜି ହାଇକୋର୍ଟରୁ ମିଳିଛି ସର୍ତ୍ତମୂଳକ ଜାମିନ । ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ତାଙ୍କୁ ମିଳିଛି ଜାମିନ୍ । ତେବେ ସେ ଖୁବଶୀଘ୍ର ଜେଲରୁ ମୁକୁଳିବେ ବୋଲି ତାଙ୍କ ଓକିଲା

ଦରଦାମ ବୃଦ୍ଧିନେଇ ୧୦ ବ୍ୟାପି ବିକ୍ଷୋଭ କରିବ କଂଗ୍ରେସ

ନୂଆଦିଲ୍ଲୀ: କରୋନା ମହାମାରୀରେ ଲୋକେ କାମ ଧନ୍ଦା ହରାଇଥିବା ବେଳେ ଦରଦାମ କିନ୍ତୁ ଆକାଶ ଛୁଆଁ ହୋଇଛି । ଯାହାକୁ ନେଇ ସବୁଠି ଆରମ୍ଭ ହୋଇଛି । ଦେଶରେ ଇନ୍ଧନର ମୂଲ୍ୟ ବୃଦ୍ଧି ବିରୋଧରେ କଂଗ୍ରେସ ଦେଶବ୍ୟାପୀ ବିକ୍ଷୋଭ କରିବ। ଆଗାମୀ ଜୁଲାଇ ୭ରୁ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ…

ନୂଆଦିଲ୍ଲୀ: ତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୫୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୧.୩ ହଜାରରୁ ସାମାନ୍ୟ ଅଧିକ ଥିବା ରେକର୍ଡ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର

ଆଜି ରାଜ୍ୟରେ ୨୯୧୨ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାର କମିବାରେ ଲାଗିଛି । ତେବେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୯୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୨୩୭

ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ

ଅଶୁଭ ଅଧିନାୟକ!

ନୂଆଦିଲ୍ଲୀ: ଗତକାଲି ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ହାରିବା ପରେ ଭାରତୀୟ କ୍ରିକଟେରଙ୍କୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଥିବା ଦେଖିବାକୁ ମିଳୁଛି । ତେବେ ଭାରତୀୟ ଅଧିନାୟକ ବିରାଟ କୋହଲି ଅଶୁଭ ବୋଲି ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ଭାରତ ଭଲ ଫର୍ମରେ ରହିଛି । ମାତ୍ର ଶେଷ ସମୟରେ ପରାଜୟ