ନିର୍ଭୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ଆଜି ୧୦ଟା ୪୩ ମିନିଟରେ ଦୂରଗାମୀ ସବସୋନିକ କ୍ରୁଜ ମିସାଇଲ ନିର୍ଭୟର ସଫଳ ପରୀକ୍ଷଣ ହୋଇଛି । ନିର୍ଭୟର ଲକ୍ଷ୍ୟଭେଦ କ୍ଷମତା ୧୫୦୦ କିଲୋମିଟର । ଏହା ୩୦୦ କିଲୋଗ୍ରାମ ପର୍ଯ୍ୟନ୍ତ ପରମାଣୁ ୱାରହେଡ଼ ନେଇପାରିବ ଓ!-->…
