ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ । କୋଭିଡ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପ୍ରତାପ । ସେ କହିଛନ୍ତି ଏଭଳି କାର୍ଯ୍ୟ ଅତ୍ୟନ୍ତ ଗୃଣ୍ୟମାନର । ଟିକାକେନ୍ଦ୍ରରେ ନବୀନଙ୍କ!-->…
