ଆଜିଠାରୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ମାଗଣା ଟିକା
ଭୁବନେଶ୍ୱର: ଦେଶରେ ୧୮ ବର୍ଷରୁ ଅଧିକ ବୟସର ସମସ୍ତ ନାଗରିକଙ୍କୁ ଆଜିଠାରୁ ମାଗଣା ଟିକାକରଣ ଆରମ୍ଭ ହୋଇଛି । ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୭ ତାରିଖରେ ଏ ସମ୍ପର୍କରେ ଘୋଷଣା କରିଥିଲେ । ସମସ୍ତ ସରକାରୀ ସ୍ୱାସ୍ଥ୍ୟସେବା ସ୍ଥଳରେ ଏଥିପାଇଁ କୋଭିଡ ଟିକା ମାଗଣାରେ ଉପଲବ୍ଧ!-->…
