୨୦୨୨ରେ ଗୁଜୁରାଟ ବିଧାନସଭା ନିର୍ବାଚନରେ ଲଢ଼ିବ ଆପ୍
ଅହମ୍ମଦାବାଦ: ଦିଲ୍ଲୀରେ ବହୁମତ ପାଇ ସରକାରରେ ଥିବା ଆମଆଦମୀ ପାର୍ଟି ୨୦୨୨ରେ ଗୁଜୁରାଟ ବିଧାନସଭା ଆସନରେ ନିର୍ବାଚନ ଲଢ଼ିବ । ଆଜି ଏନେଇ ସୂଚନା ଦେଇଛନ୍ତି ଆପ ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଗୁଜୁରାଟରେ ପାର୍ଟି ଅଫିସ ଉଦଘାଟନ କରିବା ଅବସରରେ ଏଭଳି ଘୋଷଣା!-->…
