୨୭ରୁ ହାଡ ଭଙ୍ଗା ଶୀତ
ଆସନ୍ତା ୨୭ ତାରିଖରୁ ଉପକୂଳ ଓଡ଼ିଶାରେ ଶୀତ ବଢ଼ିବ । ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ରାତି ତାପମାତ୍ରା ଅଢ଼େଇ ଡିଗ୍ରୀ ସେଲସିୟସ୍ କମିଯିବ । ସେହିଭଳି କେନ୍ଦ୍ରୀୟ ପଶ୍ଚିମ ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାରେ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ । ପାଣିପାଗ ବିଶେଷଜ୍ଞ ପ୍ରଫେସର!-->…