ଆସନ୍ତା ଅକ୍ଟୋବର କିମ୍ବା ନଭେମ୍ବରରେ ହେବ ଟ୍ବେଣ୍ଟି୨୦ ବିଶ୍ବକପ
ନୂଆଦିଲ୍ଲୀ: ଟ୍ବେଣ୍ଟି୨୦ ବିଶ୍ବକପ ଆସନ୍ତା ଅକ୍ଟୋବର-ନଭେମ୍ବରରେ ଭାରତରେ ଆୟୋଜନ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଭାରତରେ କରୋନା ମହାମାରୀ ଭୟଙ୍କର ସ୍ଥିତିରେ ରହିଥିବାରୁ ଟୁର୍ଣ୍ଣାମେଣ୍ଟ ଅକ୍ଟୋବର-ନଭେମ୍ବରରେ ଆୟୋଜନ କରିବା ଅସମ୍ଭବ ହୋଇପଡ଼ିଛି। ଏଥିପାଇଁ ଆଇସିସି ଭାରତ ବଦଳରେ!-->…
