ଆଜି ୪୦ ମୁଣ୍ଡନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଜନ୍ଖଚ୍ଛ ମୃତ୍ୟୁ ସଂଖ୍ୟା ୪୦ ରହିଛି । ରାଜ୍ୟରେ ଦୈନିକ ସଂକ୍ରମଣ ତଳମୁହାଁ ରହିଥିବାବେଳେ ମୃତ୍ୟୁ ସଂଖ୍ୟା ଶିଖର ଛୁଉଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ!-->…
