Odia News Portal
Yearly Archives

2021

ମୋ ପରିବାରର ନିରାପତ୍ତା ମୋ ପାଇଁ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବାତ୍ୟା ୟସକୁ ନେଇ ରାଜ୍ୟବାସୀଙ୍କୁ ଗୁରୁତ୍ବପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର । ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ସମ୍ଭାବ୍ୟ

ଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ଏନଏବିଏଚ ମାନ୍ୟତା

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲକୁ ସମ୍ମାନଜନକ ନ୍ୟାସନାଲ ଆକ୍ରେଡିସନ ବୋର୍ଡ ଫର ହସ୍ପିଟାଲ୍ସ ଆଣ୍ଡ ହେଲଥକେୟାର ପ୍ରୋଭାଇଡର୍ସ (ଏନଏବିଏଚ) ସ୍ୱୀକୃତି ପ୍ରାପ୍ତ ହୋଇଛି । ଗତ ମେ ୧୩ ତାରିଖରୁ ଲାଗୁ ହୋଇଥିବା

ଓଡ଼ିଶାକୁ ସହାୟତା ଏବଂ ସହଯୋଗ ପାଇଁ ଅମିତ ଶାହାଙ୍କ ପ୍ରତିଶ୍ରୁତି

*କେନ୍ଦ୍ର ସରକାର ଏହି ବିପତି ସମୟରେ ଓଡ଼ିଶା ସାଙ୍ଗରେ ଅଛନ୍ତି । *ଓଡ଼ିଶାର ଭାଇ ଭଉଣୀ ଓ ଗୁରୁଜନମାନେ ପ୍ରଶାସନ ଦ୍ୱାରା ଜାରୀ କରାଯାଇଥିବା ସତର୍କତା ସୂଚନାକୁ ମାନିବାକୁ ପରାମର୍ଶ । * ‘ୟଶ୍’ ପ୍ରଭାବରେ କାହାର କିଛି କ୍ଷତି ନହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନ ।

ଭଦ୍ରକରେ ବାତ୍ୟା ୟଶ ନେଇ ପୂ୍ର୍ବ ପ୍ରସ୍ତୁତି ସମୀକ୍ଷା କଲେ ପୋଲିସ୍ ଏଡିଜି

ଭଦ୍ରକ: ବାତ୍ୟା ୟସ ର ମୁକାବିଲା ପାଇଁ ଭଦ୍ରକ ରେ ୪ଗୋଟି ଏନଡି ଆରଏଫ ଟିମ ବିଭିନ୍ନ ସ୍ଥାନରେ ମୁତୟନ ହେବା ପରେ ଆଜି ୪ ଗୋଟି ଓଡ୍ରାଫ ଟିମ ଭଦ୍ରକ ଜ଼ିଲ୍ଲା ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆସି ପହଞ୍ଚିଛି । ତେବେ ଓଡ୍ରାଫ ଟିମ କିପରି ପ୍ରଶାସନ ପୋଲିସ ଏନଡିଆରଏଫ ସହିତ ସମନ୍ୱୟ ରକ୍ଷା କରି

କରୋନା ଭାଇରସ ଉତ୍ପତ୍ତିର ଆସିଲା ନୂଆ ତଥ୍ୟ

ନୂଆଦିଲ୍ଲୀ : କରୋନା ଭାଇରସ ନୂତନ ତଥ୍ୟ ସାମ୍ନାକୁ ଆସିଛି । ଆମେରିକାର ଏକ ରିପୋର୍ଟ ବିଶେଷଜ୍ଞଙ୍କୁ ଚକିତ କରିଛି । କରୋନା ବ୍ୟାପିବାର ୩ ମାସ ପୂର୍ବରୁ ଉହାନ ଲ୍ୟାବର ୩ଜଣ ବୈଜ୍ଞାନିକ ଅସୁସ୍ଥ ହୋଇଯାଇଥିଲେ ବୋଲି ରିପୋର୍ଟରେ ପ୍ରକାଶ ପାଇଛି । ଓ୍ୱାଲ ଷ୍ଟ୍ରିଟ୍ ଜର୍ଣ୍ଣାଲର ରିପୋର୍ଟ

ବାତ୍ୟା ମୁକାବିଲା : ୫ ଜିଲ୍ଲା ଦାୟିତ୍ୱରେ ୫ ଆଇପିଏସ

ଭୁବନେଶ୍ୱର : ବାତ୍ୟା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ୫ ଆଇଏଏସ ଅଫିସରଙ୍କ ପରେ ଏବେ ୫ ବରିଷ୍ଠ ଆଇପିଏସ ଅଧିକାରୀଙ୍କୁ ରାଜ୍ୟ ସରକାର ଦାୟିତ୍ୱ ପ୍ରଦାନ କରିଛନ୍ତି । ବାଲେଶ୍ୱର ପାଇଁ ଦିପ୍ତେଶ କୁମାର ପଟ୍ଟନାୟକ, ଭଦ୍ରକ ପାଇଁ ଅମିତେନ୍ଦ୍ର କୁମାର ସିଂ,

ବାତ୍ୟାକୁ ନେଇ ୪ ବନ୍ଦରରେ ବିପଦ ସଙ୍କେତ ଜାରି

ଜଗତସିଂହପୁର: ବାତ୍ୟାର ରୂପ ନେଇଛି ୟସ୍ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ଘଣ୍ଟା ପ୍ରତି ୪ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ୟସ୍ । ୨୬ ତାରିଖ ସନ୍ଧ୍ୟାରେ ବାତ୍ୟା ସ୍ଥଳଭାଗ ଛୁଇଁବାକୁ

ବାତ୍ୟା ମୁକାବିଲା ପାଇଁ ୫ ଜିଲ୍ଲାରେ ବରିଷ୍ଠ ଆଇଏଏସଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ଧିରେ ଧିରେ ମାଡ଼ି ଆସୁଛି ବାତ୍ୟା ୟସ୍ । ତେବେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ୫ ଜିଲ୍ଲାରେ ୫ ବରିଷ୍ଠ ଅଧିକାରୀଙ୍କୁ ଦିଆଯାଇଛି ଗୁରୁତ୍ବପୂର୍ଣ୍ଣ

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦବୋଧନ

ଭୁବନେଶ୍ୱର: ମାଡ଼ି ଆସୁଛି ବାତ୍ୟା ୟସ୍‌ ।ତେବେ ରାଜ୍ୟ ସରକାରଙ୍କ ନିକଟରେ ଏବେ ଡବଲ୍ ଚ୍ୟାଲେଞ୍ଜ । କରୋନା ମହାମାରି ଭିତରେ ବାତ୍ୟା ୟସ୍‌କୁ ଭୟ ବୃଦ୍ଧି ପାଇଛି ।କିଭଳି କୋଭିଡ୍ ଗାଇଡ ଲାଇନକୁ ଅନୁସରଣ କରି ବାତ୍ୟା ମୁକାବିଲା କରାଯିବ ସେ ଉପରେ ଫୋକସ୍ ରଖିଛନ୍ତି ରାଜ୍ୟ ସରକାର ।ଆଉ ଏହା

ରାଜ୍ୟରେ ଆଜି ୧୧୦୫୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ମହାମାରୀ ସଂକ୍ରମଣ । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୦୫୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୦୩୪୪୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮୬୬ ଜଣ ସ୍ଥାନୀୟ