ବେଲଗାମ୍ ସଂକ୍ରମଣ: ଦିନକରେ ୧୧୪୯୮ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ବୃଦ୍ଧି କମିବାର ନା ଧରୁ ନଥିବା ସମୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୪୯୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୫୮୯୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୫୯ ଜଣ ସ୍ଥାନୀୟ ବାସିନ୍ଦା!-->…
