ଥମୁନି ସଂକ୍ରମଣ: ରାଜ୍ୟରେ ୯୮୮୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ କମିବାର ନା ଧରୁନି ସଂକ୍ରମଣର ମାତ୍ରା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୮୮୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬୧୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୨୭୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ଚିହ୍ନଟ!-->…
