Odia News Portal
Yearly Archives

2021

ସିଏମସିକୁ ୧୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ପରିଚାଳନା ପାଇଁ କଟକ ମୁନିସିପାଲଟି କର୍ପୋରେସନକୁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ତେବେ ସିଲଭର ସିଟିରେ ବଢୁଥିବା ସଂକ୍ରମଣକୁ ନଜରରେ ରଖି କିଛି ଏହିଭଳି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଟଙ୍କା ସହାୟତା

ଆଇପିଏଲରେ କରୋନା ଗ୍ରହଣ,୨ ଖେଳାଳୀ ପଜିଟିଭ୍

ମୁମ୍ବାଇ: ଆଇପିଏଲରେ ଆତଙ୍କ ଖେଳାଉଛି କରୋନା ସଂକ୍ରମଣଙ୍କ । କୋଲକାତା ନାଇଟ ରାଇଡର ରାଇଡର୍ସର ୨ ଜଣ ଖେଳାଳୀ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଚିନ୍ତା ବଢିଛି । ସୋମବାର କୋଲକାତା ଏବଂ ବେଙ୍ଗାଲୁରୁ ମଧ୍ୟରେ ହେବାକୁ ଥିବା ମ୍ୟାଚକୁ ବାତିଲ କରାଯାଇଛି । ଏହି ମ୍ୟାଚ ସ୍ଥଗିତ ରଖାଯାଇଛି ଏବଂ

ଚଳିତବର୍ଷ ସିବିଏସ୍ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାଙ୍କନ

ଭୁବନେଶ୍ୱର: ଚଳିତ ବର୍ଷ ସିବିଏସ୍ଇ ଢାଞ୍ଚାରେ ମାଟ୍ରିକ ମୂଲ୍ୟାୟନ ପାଇଁ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ନିଷ୍ପତ୍ତି ଅନୁସାରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ନବମ ଶ୍ରେଣୀର ପରୀକ୍ଷା ମାର୍କ ଓ ଦଶମ ଶ୍ରେଣୀର ଟେଷ୍ଟ ମାର୍କକୁ ଭିତ୍ତି କରି ମୂଲ୍ୟାୟନ ହେବା ସହିତ ଦଶମ ଶ୍ରେଣୀର ଇଣ୍ଟରନାଲ୍

ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ।୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଫଏସ୍ ଅଫିସର ଥିଲେ ଅଭୟକାନ୍ତ ଯାହାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପରେ ତାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସୁପାରିଶ

ମମତାଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର: ପଶ୍ଚିମବଙ୍ଗ ବିଜୟ ନେଇ ମମତାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ହ୍ୟାଟ୍ରିକ ବିଜୟ ପରେ ନବୀନ ମମତାଙ୍କ ସହ କଥା ହୋଇଛନ୍ତି ।ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୯୨ ଆସନରେ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟରେ କରୋନାସ୍ଥିତି: ୨୪ ଘଣ୍ଟାରେ ୮୯୧୪ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୯୧୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ମଧ୍ୟରୁ ୩୮୩୩ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୦୮୧ ଜଣ

କରୋନା କାଳରେ ସାହାଯ୍ୟର ହାତ ବଢ଼ାଇଲେ ଫରହାନ

ମୁମ୍ବାଇ: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ୁଥିବା ଦେଖି ସମସ୍ତେ ଚିନ୍ତିତ ଅଛନ୍ତି। ଏହି କାରଣରୁ, ଏପର୍ଯ୍ୟନ୍ତ ଲକ୍ଷ ଲକ୍ଷ ଲୋକ ପ୍ରାଣ ହରାଇଛନ୍ତି, କେତେ ଲୋକଙ୍କ ପରିବାର ଭାଙ୍ଗି ଯାଇଛି। ଲୋକମାନେ ଡାକ୍ତରଖାନାରେ ଶଯ୍ୟା ଏବଂ ଅମ୍ଳଜାନ ପାଉନାହାଁନ୍ତି | ଏଭଳି ପରିସ୍ଥିତିରେ ଅନେକ