Odia News Portal
Yearly Archives

2021

ରାହୁଲ, ବ୍ରାର ଦେଲେ ପଞ୍ଜାବକୁ ବିଜୟ

ଅହମଦାବାଦ : ସ୍ଥାନୀୟ ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଖେଳାଯ଼ାଇଥିବା ଆଇପିଏଲର ୨୬ତମ ମ୍ୟାଚରେ ପଂଜାବ ବାଙ୍ଗାଲୋରକୁ ୩୪ ରନରେ ପରାସ୍ତ କରିଛି । ପଂଜାବ ଦ୍ବାରା ଧାର୍ୟ଼୍ୟ ୧୮୦ ରନର ବିଜୟ ଲକ୍ଷ୍ୟକୁ ପିଛା କରିବାକୁ ଯ଼ାଇ ବାଙ୍ଗାଲୋର ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୪୫ ରନ କରିବାକୁ ସକ୍ଷମ

5 ଟି ସଚିବଙ୍କ ‘ହାଇସ୍କୁଲ୍ ଟ୍ରାନ୍ସଫର୍ମେସନ୍’ କାର୍ଯ୍ୟକ୍ରମରେ କେନ୍ଦୁଝର

ଭୁବନେଶ୍ୱର: ସରକାରୀ ବିଦ୍ୟାଳୟରେ ପରିବର୍ତ୍ତନ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟିକୋଣକୁ ଆଖି ଆଗରେ ରଖି (5 ଟି) ସଚିବ ଭି.କେ ପାଣ୍ଡିଆନ୍ କେନ୍ଦୁଝର ଜିଲ୍ଲାରେ ‘ହାଇସ୍କୁଲ୍ ଟ୍ରାନ୍ସଫର୍ମେସନ୍’ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ, ଜିଲ୍ଲାର ୧୩ଟି

ସାରା ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ

ଭୁବନେଶ୍ୱର : ଅମାନିଆମାନେ ମାନୁନାହାଁନ୍ତି କଟକଣା । ଦୋକାନରେ ଲଗାଉଛନ୍ତି ଲମ୍ବାଲାଇନ୍ । ଫଳରେ ସଂକ୍ରମଣ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ବିଭିନ୍ନ ବ୍ୟବସାୟୀ ସଂଘ ପକ୍ଷରୁ ଦୋକାନ ବଜାର ବନ୍ଦ ରଖାଯାଉଛି । ତେବେ ଆଜି ରାଜ୍ୟ ବ୍ୟବସାୟୀ ସଂଘ ପକ୍ଷରୁ ବଡ ନିଷ୍ପତି ନିଆଯାଇଛି । ଦିନ

ସୋଆ ପ୍ରଫେସରଙ୍କୁ ଶ୍ରେଷ୍ଠ ପ୍ରଧ୍ୟାପକ ସମ୍ମାନ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋ ଫୁଏଲ୍ସ ଆଣ୍ଡ ବାୟୋପ୍ରୋସେସିଙ୍ଗ ରିସର୍ଚ୍ଚ କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳା ଶ୍ରେଷ୍ଠ ପ୍ରଧ୍ୟାପକ ଭାବେ ଚଳିତ ବର୍ଷର ଏସିଆନ ଏଜୁକେସନ ଆୱାର୍ଡରେ ସମ୍ମାନିତ ହୋଇଛନ୍ତି । ଦୀର୍ଘ ଦିନ ଧରି ଶିକ୍ଷା

କେବଳ ଗୁରୁତର ରୋଗୀଙ୍କୁ ହିଁ ଯାଆନ୍ତୁ ହସ୍ପିଟାଲ

ଭୁବନେଶ୍ୱର : ଦେଶ ଓ ରାଜ୍ୟରେ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରୁ ଆଜି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି । କେବଳ ଗୁରୁତର ରୋଗୀଙ୍କୁ ହିଁ ହସ୍ପିଟାଲ ଆସନ୍ତୁ | କୋଭିଡ୍ ପଜିଟିଭ୍ ଚିହ୍ନଟ ହେଲେ ଛାନିଆ ନହୋଇ ନିଜକୁ

ଦିନ ୨ଟା ପରେ କଟକରେ ଦୋକାନ ବନ୍ଦ

ଭୁବନେଶ୍ୱର: ଦିନ ୨ଟା ପରେ କଟକ ସହରରେ ସମ୍ପୂର୍ଣ୍ଣ ଦୋକାନ ବଜାର ବନ୍ଦ ରହିବ | କରୋନା ସ୍ଥିତି ନେଇ ସିଏମସି କମିଶନର ପ୍ରେସମିଟ୍ ଜରିଆରେ ଏହି ସୂଚନା ପ୍ରଦାନ କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, କଟକରେ ଆରମ୍ଭ ହେବ ସ୍ୱେଚ୍ଛାକୃତ ଲକଡାଉନ୍ । ସଂକ୍ରମଣ ବଢୁଛି