Odia News Portal
Yearly Archives

2021

ରେଡ୍ ଘଟଣାରେ ଦୁଇ ପୋଲିସ କର୍ମୀ ନିଲମ୍ବିତ

ଭୁବନେଶ୍ୱର : ଓୟୋ ହୋଟେଲରେ ରେଡ୍ ଘଟଣାରେ ଦୁଇ ଜଣ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି । ଏଥିରେ ଜଣେ ହାବିଲଦାର ଓ କନଷ୍ଟେବଳ ଅଛନ୍ତି । ଉଭୟଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଇଛି ପୋଲିସ ବିଭାଗ । ଏ ନେଇ ସୂଚନା ଦେଇଛନ୍ତି ଡିସିପି ଉମାଶଙ୍କର ଦାସ । ଏହି ଘଟଣାରେ ଜଣେ ଜଣେ ପୋଲିସ

ଢେଙ୍କାନାଳ ଲଜ୍ୟା: ୭୦ବର୍ଷର ବୃଦ୍ଧାଙ୍କ ସହ ଗଣଦୁଷ୍କର୍ମ

ଢେଙ୍କାନାଳ: ୭୦ବର୍ଷର ବୃଦ୍ଧାଙ୍କ ସହ ଗଣ ଦୁଷ୍କର୍ମ ଅଭିଯୋଗ । ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରୁ ଡାକି ନେଇ ଗଣ ଦୁଷ୍କର୍ମ କରିଥିବା ସାଙ୍ଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଅଚେତ ଅବସ୍ଥାରେ ବୃଦ୍ଧାଙ୍କୁ ପକାଇ ଦୁଷ୍କର୍ମକାରୀ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ

ଅମାନିଆଙ୍କଠୁ ୫.୨୪ କୋଟି ଟଙ୍କା ଫାଇନ୍

ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ସଂକ୍ରମଣକୁ ନେଇ ଆଜି ପ୍ରେସମିଟ୍ କରି ଲୋକଙ୍କୁ ସଚେତନ କରାଇଛନ୍ତି ପୋଲିସ ଡିଜି ଅଭୟ । ରାଜ୍ୟବାସୀଙ୍କୁ ସଂକ୍ରମଣ ରୋକିବାକୁ ତିନୋଟି ମନ୍ତ୍ର ଦେବା ସହିତ ସଟଡାଉନ୍ ଓ ନାଇଟ୍ କର୍ଫ୍ୟୁ ନିୟମ ପାଳନ କରିବାକୁ ଅନୁରୋଧ କରିଛନ୍ତି ଡିଜିପି । ପୋଲିସ ଡିଜି ଅଭୟ

ଅପରାହ୍ନ ସାଢେ ୪ଟାରେ ପୋଲିସ ଡିଜିଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ନ ସାଢେ ୪ଟା ବେଳେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ପୋଲିସ ଡିଜି ଅଭୟ । ତେବେ କରୋନା ସ୍ଥିତି ନେଇ କିଛି ବଡ଼ ଘୋଷଣା କରିବେ ବୋଲି କୁହାଯାଉଛି ।ତେବେ ଏହି ମଧ୍ୟରେ ଟ୍ୱିନ

ଭାରତର ପ୍ରକୃତ ବନ୍ଧୁ କଲା ସାହାଯ୍ୟ

ନୂଆଦିଲ୍ଲୀ: ଭାରତର ପ୍ରକୃତ ବନ୍ଧୁ କଲା ସାହାଯ୍ୟ । ରୁଷ୍‌ ଆଜି ଦୁଇଟି ବିମାନରେ ଭାରତ ପାଇଁ ମାନବୀମୟ ସହାୟତା ପ୍ରେରଣ କରିଛି। ସାମ୍ପ୍ରତିକ କୋଭିଡ୍‌ ବିରୋଧୀ ସଂଗ୍ରାମରେ ଏହି ସାମଗ୍ରୀଗୁଡ଼ିକ ଭାରତକୁ ସାହାଯ୍ୟ କରିବ। ବିମାନ ଦୁଇଟି ଗନ୍ତବ୍ୟ ପଥରେ ଯାତ୍ରା କରୁଥିବା ବେଳେ ରୁଷୀୟ

ସମାଜସେବାର ଜାତୀୟତାବାଦକୁ ଆଗେଇ ନେଉଛନ୍ତି ନବୀନ

ଭୁବନେଶ୍ୱର:ଓଡିଶାର ପବିତ୍ର ମାଟି ହେଉଛି କର୍ମଭୂମି । ଉତ୍କଳ ମାଟିରେ ବହୁ ମହାପୁରୁଷ ଜନ୍ମ ନେଇ ଜାତି ପାଇଁ ସମାଜସେବାର ସର୍ବୋତ୍କୃଷ୍ଟ ନିଦର୍ଶନ ଦେଖାଇ ଆମ ପ୍ରାଣ ସ୍ପନ୍ଦନରେ ଅମର ହୋଇଯାଇଛନ୍ତି। ସେହି ମହାନୁଭବଙ୍କ ପଦାଙ୍କ ଅନୁସରଣ କରି ସମାଜସେବାର ଜାତୀୟତାବାଦକୁ ଆଉ ପାଦେ ଆଗକୁ

ରାଜ୍ୟରେ ଆଉ ୧୨ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୯୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ

ରାଜ୍ୟରେ ସମାନ୍ତରାଳ ସ୍ଥିତିରେ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ସମାନ୍ତରାଳ ଭଳି ସ୍ଥିତିରେ ରହିଛି ସଂକ୍ରମଣ । କେତେବେଳେ ଅପ୍ କେତେବେଳେ ଡ଼ାଉନ୍ ସ୍ଥିତିରେ ମଧ୍ୟ ରହୁଛି । ଗତକାଲି ସଂକ୍ରମଣ ୮ହଜାର ଛୁଇଁଥିବା ସମୟରେ ଆଜି ସଂକ୍ରମଣ ୭ହଜାର ପାଖାପାଖି ରହିଛି । ତେବେ,ଏଥିରେ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ଡିଏମଇଟି ସିବିକେ