Odia News Portal
Yearly Archives

2021

ଉତ୍ତରପୂର୍ବ ଭାରତରେ ଶକ୍ତିଶାଳୀ ଭୂମିକମ୍ପ

ନୂଆଦିଲ୍ଲୀ: ଉତ୍ତରପୂର୍ବ ଭାରତରେ ଶକ୍ତିଶାଳୀ ଭୂମିକମ୍ପ । ସମଗ୍ର ଆସାମ ସମେତ ଉତ୍ତର ବଙ୍ଗ ଏବଂ ଉତ୍ତରପୂର୍ବାଞ୍ଚଳର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ଅନୁଭୂତ ହୋଇଛି। ବୁଧବାର ସକାଳେ ଶକ୍ତିଶାଳୀ ଭୂମିକମ୍ପ ସଂଘଠିତ ହୋଇଛି। ରିକ୍ଟର୍‌ ସ୍କେଲ୍‌ରେ ଏହି ଭୂମିକମ୍ପର ତୀବ୍ରତା ଥିଲା ୬.୪। …

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କରୋନା ରେକର୍ଡ଼ ପାର୍: ୨୪ ଘଣ୍ଟାରେ ୮୩୮୬ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ପାର ୮୩୮୬ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୭୮୧ ଜଣ…

ରେଡିଓରେ ସମ୍ବାଦ ପରିବେଷଣ ନେଇ ସୋଆ କମ୍ୟୁନିଟିର ଅଭିନବ ପ୍ରୟାସ

ଭୁବନେଶ୍ୱର: ସୂଚନା ଏପରି ଏକ ମାଧ୍ୟମ ଯାହାଦ୍ୱାରା ଆଜି ମଣିଷ ପ୍ରଗତି ପଥରେ ଆଗେଇ ଚାଲିଛି । ପୂର୍ବରୁ ଲୋକଙ୍କୁ କୌଣସି ବିଷୟରେ ଜାଣିବା ପାଇଁ ଅନେକ ପ୍ରୟାସ କରିବାକୁ ପଡ଼ୁଥିଲା । କିନ୍ତୁ ବର୍ତମାନ ଇଣ୍ଟରନେଟ୍ ଯୁଗରେ ସୂଚନା ଏବେ ହାତ ପାହନ୍ତାରେ ଉପଲବ୍ଧ । କିନ୍ତୁ ସେହି ସୂଚନା ଠିକ୍ ନା…

ଯାତ୍ରା ଜଗତକୁ ଡବଲ ଝଟକା

ଭୁବନେଶ୍ବର: ଯାତ୍ରା ଜଗତକୁ ଡବଲ ଝଟକା । ଗୋଟିଏ ଦିନରେ ଚାଲିଗଲା ଦୁଇ ବରିଷ୍ଠ କଳାକାରଙ୍କ ଜୀବନ । ମଙ୍ଗଳବାର ସକାଳେ ହାସ୍ୟ ଅଭିନେତା ଜଗବନ୍ଧୁ ରାଉତ(ଜଗା)ଙ୍କ ମୃତ୍ୟୁ ଘଟିଥିବା ବେଳେ ରାତିରେ ଅଭିନେତା ତୃପ୍ତି ପଣ୍ଡା ଆରପାରିକୁ ଚାଲିଯାଇଛନ୍ତି। ମଞ୍ଚରେ ହସାଇ ହସାଇ ବେଦମ କରୁଥିବା…

ବିଜୟଠୁ ୧ ରନ ପଛରେ ରହିଗଲା ଡିସି

ଅହମ୍ମଦାବାଦ: ରୋମାଞ୍ଚକର ମୁକାବିଲା ଦିଲ୍ଲୀ କ୍ୟାପିଟାଲ୍ସ ୧ ରନରେ ରୟାଲ୍ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନିକଟରୁ ପରାସ୍ତ ହୋଇଛି। ରୋମାଞ୍ଚରେ ଭରପୂର ଏହି ମ୍ୟାଚରେ ଆରସିବି ପ୍ରଥମେ ବ୍ୟାଟିଂ କରି ୫ ୱିକେଟ୍ ହରାଇ ୧୭୧ ରନ୍ କରିଥିଲା । ଜବାବରେ ଦିଲ୍ଲୀ ୪ ୱିକେଟ ହରାଇ ୧୭୦ ରନ୍ କରି ମାତ୍ର ୧…

ସାହିତ୍ୟ ସାଧକଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

ଭୁବନେଶ୍ୱର- ଯାହାଙ୍କ ପାଖେ ଶବ୍ଦ ବି ନିଶବ୍ଦ ହୋଇ ଯାଉଥିଲା ସେ ହେଉଛନ୍ତି ବିଶିଷ୍ଟ ସାହିତ୍ୟ ସାଧକ ମନୋଜ ଦାସ । ତାଙ୍କ ପରଲୋକରେ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତୀୟ ସାହିତ୍ୟ ଜଗତରେ ଏକ ଯୁଗର ଅନ୍ତ ଘଟିଛି । ଦୀର୍ଘ ୮ ମାସ ଧରି ପୁଡୁଚେରୀରେ ରହି ଚିକିତ୍ସିତ ହେଉଥିଲେ । ପୁଡୁଚେରୀ…

ଚାଲିଗଲେ ଓଡ଼ିଆ ସାହିତ୍ୟର ମଉଡମଣି

ଭୁବନେଶ୍ୱର : ବିଶିଷ୍ଟ ସାରସ୍ୱତ ସାଧକ ତଥା ଓଡ଼ିଆ ସାହିତ୍ୟର ମଉଡମଣି ମନୋଜ ଦାସଙ୍କର ଆଜି ପରଲୋକ ହୋଇଛି । ମୃତୁ୍ୟବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ପୁଡୁଚେରୀ ସ୍ଥିତ ଅରବିନ୍ଦ ଆଶ୍ରମ ନର୍ସିଂହୋମ୍ରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର…

ବିପର୍ଯ୍ୟୟର ମୁକାବିଲା ଆମର ମୂଳମନ୍ତ୍ର: ମୁଖ୍ୟମନ୍ତ୍ରୀ

*ଔଷଧ ମହଜୁବ ଓ ଅକ୍‌ସିଜେନ ଯୋଗାଣ ଉପରେ ଗୁରୁତ୍ୱ | *ପ୍ରତି ଜୀବନ ରକ୍ଷା ପାଇଁ ଆମର ପ୍ରୟାସ ଜାରି ରହିଛି | *ଗୋଟିଏ ସଂକ୍ରମଣ କମିଲେ ଚାପ କମିବ | *ତ୍ରୁଟି ଶୂନ୍ୟ ଯୋଜନା ପାଇଁ ଜିଲ୍ଲାପାଳ,ଏସପିଙ୍କୁ ନିର୍ଦ୍ଦେଶ |

ପ୍ରଥମ ଲହର ଠାରୁ ଦ୍ୱିତୀୟ ଲହର କରୁଛି ଅଧିକ ସଂକ୍ରମଣ

ଭୁବନେଶ୍ୱର: କରୋନା ସ୍ଥିତିକୁ ନେଇ ସୂଚନା ଦେଲେ ରାଜ୍ୟ ସରକାର । କରୋନାର ଦ୍ୱିତୀୟ ଲହରକୁ ନେଇ ବିଭିନ୍ନ ପରାମର୍ଶ ଦେଇଛନ୍ତି ବିଷେଶଜ୍ଞ । ପୂର୍ବରୁ କୋଭିଡ ସହ ଲଢି ଆମେ ସଫଳତା ପାଇଛନ୍ତି । ଦ୍ୱିତୀୟ ଲହରକୁ ନେଇ ଜନସାଧାରଣ ଆତଙ୍କିତ ଅଛନ୍ତି । କୋଭିଡ ଦ୍ୱିତୀୟ ଲହରକୁ ମୁକିବିଲା କରିବାକୁ…