Odia News Portal
Yearly Archives

2021

ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ଯୋଦ୍ଧା ବିଶ୍ୱ କେଶନ

ପିପିଲି: ପିପିଲି ଉପ-ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ବିଶ୍ୱ କେଶନ ହରିଚନ୍ଦନ ମହାପାତ୍ର । ମଙ୍ଗଳପୁର ସ୍ଥିତ ବ୍ଲକ୍ କଂଗ୍ରେସ କାର୍ଯ୍ୟାଳୟରୁ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରିଥିଲେ ବିଶ୍ୱକେଶନ । ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ପହଞ୍ଚି

ନବଦମ୍ପତି ଅତନୁ-ଦୀପିକାଙ୍କୁ ଡବଲ ସ୍ୱର୍ଣ୍ଣ

ନୂଆଦିଲ୍ଲୀ: ନବ ବିବାହିତ ଧନୁର୍ଦ୍ଧର ଦମ୍ପତି ଦୀପିକା କୁମାରୀ ଏବଂ ଅତନୁ ଦାସ ଦୁଇଟି ବ୍ୟକ୍ତିଗତ ସ୍ୱର୍ଣ୍ଣ ପଦକ ଜିଣି ଦେଶର ଗୌରବ ବଢାଇଛନ୍ତି। ମେକ୍ସିକୋର ଗୁଆଟେମାଲା ସିଟିରେ ଟୁର୍ଣ୍ଣାମେଣ୍ଟର ପ୍ରଥମ ପର୍ଯ୍ୟାୟରେ ଭାରତ ବିଶ୍ୱକପରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରି ତିନୋଟି ସ୍ୱର୍ଣ୍ଣ

ମେ ୧ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ସୂଚନା । ତୃତୀୟ ପର୍ଯ୍ୟାୟ ଟିକାକରଣ ସମ୍ପୂର୍ଣ୍ଣ ମାଗଣା ପାଇଁ ସରକାର ଘୋଷଣା କରିବା ପରେ ଟିକାକରଣ ନିମନ୍ତେ ପଞ୍ଜିକରଣ ବିଷୟରେ ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ସୂଚନା ପ୍ରଦାନ କରିଛନ୍ତି | ଆସନ୍ତା ୨୮ରୁ

୭ ରାଜ୍ୟକୁ ପଠାଯାଇଛି ୧୨ଶହ ମେଟ୍ରିକ୍‌ ଟନ୍‌ ଅକ୍ସିଜେନ୍: ଏଡିଜି

ଭୁବନେଶ୍ୱର: ଅକ୍ସିଜେନ ଅଭାବ ପୂରଣ କରିଛି ଓଡିଶା । ଆଜି ଓଡିଶାରୁ ୭ ରାଜ୍ୟକୁ ପଠାଯାଇଛି ଅକ୍ସିଜେନ୍ । ମୋଟ୍ ୬୭ଟି ଟ୍ୟାଙ୍କରରେ ୧୨୬୭ ମେଟ୍ରିକ୍ ଟନ୍ ଅକ୍ସିଜେନ୍ ପଠାଯାଇଛି | ଏନେଇ ଏଡିଜି ଯଶୋବନ୍ତ ଜେଠ୍‌ଓ୍ୱା ପ୍ରେସ୍‌ମିଟ୍‌ ଜରିଆରେ ସୂଚନା ପ୍ରଦାନ କରିଛନ୍ତି । ସେ ଆହୁରି

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବିଶ୍ୱକେଶନ

ପିପିଲି: ପିପିଲି ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ କଂଗ୍ରେସ ପ୍ରାର୍ଥୀ । କଂଗ୍ରେସର ପିପିଲି ପ୍ରାର୍ଥୀ ବିଶ୍ୱକେଶନ ହରିଚନନ୍ଦନ ମହାପାତ୍ର ନାମାଙ୍କନ ପତ୍ର ଦାଖଲ କରିବେ ।ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା

ପରୀକ୍ଷା ବାତିଲ ଦାବିରେ +୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର : +୨ ପରୀକ୍ଷା ବାତିଲ ଦାବିରେ ପୁଣି ରାଜରାସ୍ତାରେ ଛାତ୍ରଛାତ୍ରୀ । ମହାତ୍ମାଗାନ୍ଧୀ ମାର୍ଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଛାତ୍ରଛାତ୍ରୀ । ଦଶମ ଶ୍ରେଣୀ ପରିକ୍ଷା ବାତିଲ ହୋଇଥିବା ବେଳେ +୨ ପରୀକ୍ଷା କାହିଁକି ବାତିଲ ହେବ ନାହିଁ ବୋଲି ଛାତ୍ରଛାତ୍ରୀ ପ୍ରଶ୍ନ କରିଛନ୍ତି ।

କୋଭିଡ୍ ମୁକାବିଲା ପାଇଁ ୫ ଜିଲ୍ଲାରେ ୧୭ ଓଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସାଙ୍ଘାତିକ ସ୍ଥିତି ଧାରଣ କଲାଣି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ବୃଦ୍ଧି ପାଉଥିବା ୫ ଜିଲ୍ଲା ପାଇଁ ସରକାର ୧୭ ଓଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି । ଏମାନେ ଜିଲ୍ଲା ପ୍ରଶାସନ ଅଧୀନରେ କୋଭିଡ୍‌ ମୁକାବିଲା ପାଇଁ କାମ କରିବେ । ବଲାଙ୍ଗୀର

ଶୋଇବା ଶୈଳୀ ଦୂର କରେ ଅନେକ ରୋଗ

ଭୁବନେଶ୍ବର: ଶୋଇଲେ ଦେହ ସୁସ୍ଥ ରହିଥାଏ । ନିଦ ପାଇଁ ଭଲ ବାତାବରଣ ହେବା ସହିତ ଶୋଇବାର ମୁଦ୍ରା ମଧ୍ୟ ଠିକ୍ ଥିବା ଦରକାର । ଠିକ୍ ମୁଦ୍ରାରେ ଶୋଇବା ଦ୍ୱାରା ଆପଣ କେତେକ ରୋଗରୁ ବଞ୍ଚିପାରିବେ । ଆପଣ ଯଦି ଭୁଲ୍ ମୁଦ୍ରାରେ ଶୋଇବେ ତା'ହେଲେ କୌଣସି ରୋଗ କିମ୍ବା ଶାରୀରିକ ସମସ୍ୟାର ଶିକାର ହେବେ