Odia News Portal
Yearly Archives

2021

ଆଇସିୟୁରେ ଅଛନ୍ତି ୩୫% ରୋଗୀ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ସହ ହସ୍ପିଟାଲରେ ଖାଲି ଥିବା ବେଡ଼ରେ ରୋଗୀ ସଂଖ୍ୟା ବୃଦ୍ଧି ପାଇଛି । ସେହିପରି ଗୁରୁତର ହୋଇପଡୁଥିବା ରୋଗୀଙ୍କ ପାଇଁ ଆଇସିୟୁ ବ୍ୟବସ୍ଥା ହୋଇଛି । କିଛି ଦିନ ହେବ ବିଭିନ୍ନ ହସ୍ପିଟାଲରେ ଆଇସିୟୁରେ ରୋଗୀଙ୍କ ସଂଖ୍ୟା ବଢୁଥିବା…

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର: ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ସ୍ୱାସ୍ଥ୍ୟ ବୀମା । ନ୍ୟୁ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ସେବାୟତଙ୍କୁ ଏହି ସ୍ୱାସ୍ଥ୍ୟ ବୀମା ସୁବିଧା ମିଳିବ| ଏହି ଯୋଜନାରେ ପ୍ରତି ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ଲକ୍ଷ ଟଙ୍କାର ମୌଳିକ ବୀମା ସୁରକ୍ଷା ଓ ଗୁରୁତର ଅସୁସ୍ଥତା…

ମନ୍ କି ବାତ୍: ଧୈର୍ଯ୍ୟ ଓ ସହନଶୀଳତାର ପରୀକ୍ଷା ନେଉଛି କରୋନା

ନୂଆଦିଲ୍ଲୀ: ଆଜି ମାସିକ ରେଡ଼ିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୭୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, କୋଭିଡ୍‌-୧୯ର ପ୍ରଥମ ପ୍ରବାହକୁ ସଫଳତାର ସହ ମୁକାବିଲା କରିବା ପରେ ଦେଶର ମନୋବଳ ସୁଦୃଢ଼ ହୋଇଥିଲା କିନ୍ତୁ, ଏଥରର କରୋନା ‘ତୋଫାନ୍’ ଦେଶକୁ ବିପର୍ଯ୍ୟସ୍ତ କରି…

ଦିଲ୍ଲୀରେ ଲକ୍‌ଡାଉନ୍‌ ମେ ୩ ଯାଏଁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ବୃଦ୍ଧି ହେଲା ଲକ୍‌ଡାଉନ୍‌ ଅବଧି । ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଲକ୍‌ଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି ଦୈନିକ ମାମଲା କମିଥିଲେ ମଧ୍ୟ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜାତୀୟ ରାଜଧାନୀରେ ଲକଡାଉନକୁ ମେ ୩…

୨୬ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସ ଯୋଦ୍ଧା ବିଶ୍ୱକେଶନ

ପିପିଲି: ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଲାଗିରହିଥିଲା । ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ଆଶାରେ ରହିଥିଲା ରାଜ୍ୟ କଂଗ୍ରେସ । ହେଲେ ଦିବଂଗତ ନେତା ଅଜିତ୍ ମଙ୍ଗରାଜଙ୍କ ପରିବାରରୁ…

ଉତ୍ତର ପ୍ରଦେଶଠୁ ଝାଡଖଣ୍ଡ କେଉଁ ରାଜ୍ୟ ଦେବେ ମାଗଣା ଟୀକା ଜାଣନ୍ତୁ

ନୂଆଦିଲ୍ଲୀ: ଆସନ୍ତା ମାସ ୧ ତାରିଖରୁ ୧୮ ବର୍ଷରୁ ଅଧିକ ବୟସର ସମସ୍ତଙ୍କୁ COVID-19 ଟିକା ପାଇବାକୁ କେନ୍ଦ୍ର ଦେଇଥିବା ବଡ ଘୋଷଣା ପରେ ଅନେକ ରାଜ୍ୟ ଘୋଷଣା କରିଛନ୍ତି ଯେ ସେମାନେ ଏହି ଟିକାକୁ ନିଜ ରାଜ୍ୟବାସୀଙ୍କୁ ମାଗଣାରେ ଯୋଗାଇ ଦେବେ। ରାଜ୍ୟ ତଥା ବେସରକାରୀ ଡାକ୍ତରଖାନାଗୁଡ଼ିକୁ…

ଦେଶପ୍ରତି ସମ୍ବଲପୁର ପୋଲିସର କର୍ତ୍ତବ୍ୟନିଷ୍ଠାକୁ ସଲାମ୍

ସମ୍ବଲପୁର: ଓଡିଶାରୁ ୩ଟି ରାଜ୍ୟକୁ ଯୋଗାଣ ହେଉଥିବା ଅକ୍ସିଜେନ୍ ଟ୍ୟାଙ୍କରକୁ ଜିଲ୍ଲା ସୀମା ଯାଏ ଏକ୍ସକର୍ଟ କରି ନିରଙ୍କୁଶ ରାସ୍ତା ଦେଇଛି ସମ୍ବଲପୁର ପୁଲିସ । ବର୍ତ୍ତମାନ ସମୟରେ ଜୀବନ ରକ୍ଷାକାରି ଅକ୍ସିଜେନ୍ ଯେମିତି ସଠିକ ସମୟରେ ପରିବହନ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ଦେଶକୁ ଆଶ୍ବସ୍ତ…