Odia News Portal
Yearly Archives

2021

ଆରମ୍ଭ ହେଲା ସପ୍ତାହାନ୍ତ ଓ ନାଇଟ କର୍ଫ୍ୟୁ

ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ଆରମ୍ଭ ହେଲା କୋଭିଡ୍ କଟକଣା । ଆଜିଠାରୁ ୧୦ ଜିଲ୍ଲା ସୀମାନ୍ତବର୍ତ୍ତୀ ଜିଲ୍ଲା ସପ୍ତାହାନ୍ତ କର୍ଫ୍ୟୁ ଆରମ୍ଭ ହୋଇଥିବାବେଳେ ଅନ୍ୟ ୨୦ ଜିଲ୍ଲା ସହରାଞ୍ଚଳରେ ରାତି ୯ଟାରୁ ୧୪୪ ଧାରା ଲାଗୁ ହୋଇଛି । ରାତି ୯ଟା ପୂର୍ବରୁ ବନ୍ଦ ହୋଇଗଲା ସବୁ ଦୋକାନ ।

ଶ୍ରାଦ୍ଧଦିବସରେ ବିଜୁଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରରେ ଥିବା ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଆଧୁନିକ ଓଡ଼ିଶା ନିର୍ମାଣ ସହ ନାରୀ ସଶକ୍ତିକରଣ ଓ ଲୋକଙ୍କ କଲ୍ୟାଣ

ଜୀବନ ବିନ୍ଦୁ ଆନୁକୂଲ୍ୟରେ ବିଜୁ ଛାତ୍ର ଜନତା ଦଳର ୭୫ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ ଅବସରରେ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ଵଦିପ ପ୍ରଧାନଙ୍କ ନେତୃତ୍ବରେ ୭୫ ୟୁନିଟ୍ ରକ୍ତ ସଂଗ୍ରହ। ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ଛାତ୍ର

ଜନ୍ମଦିନରେ ଅଙ୍ଗଦାନ ପାଇଁ ଚୁକ୍ତିବଦ୍ଧ ହେଲେ ଓଟିଡିସି ଅଧ୍ୟକ୍ଷା

ଭୁବନେଶ୍ୱର: ବିଜେଡି ନେତ୍ରୀ ତଥା ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଆଜି ନିଆରା ଢଙ୍ଗରେ ନିଜର ଜନ୍ମଦିନ ପାଳନ କରିଛନ୍ତି। ସେ ଆଜି କଟକସ୍ଥିତ ‘ସମାଜ’ କାର୍ଯ୍ୟାଳୟକୁ ଯାଇ ସେଠାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶରୀର ଓ ଅଙ୍ଗଦାନ

କରୋନା କବଳରେ ରାଜଧାନୀ, ସଂକ୍ରମିତ ୪୦୦ ପାର୍

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ମୋଟ ୪୫୧ ନୂଆ ସଂକ୍ରମିତ ଚିହ୍ନଟ । ସେଥିମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି । ବିଏମସି ରିପୋର୍ଟ ମୁତାବକ, ଆଜି କ୍ୱାରେଣ୍ଟାଇନରେ ଥିବା ୯୧ ଜଣ ଲୋକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରେମଡେସିଭିର ଇଞ୍ଜେକ୍ସନ ମୂଲ୍ୟ ହ୍ରାସ

ନୁଆଦିଲ୍ଲୀ : କରୋନା ରୋଗିଙ୍କ ଚିକିତ୍ସା ପାଇଁ ରେମଡେସିଭିର ଇଞ୍ଜେକ୍ସନ ଜରୁରୀ ହୋଇପଡିଥିବାବେଳେ କେନ୍ଦ୍ର ସରକାର ଏହାର ରପ୍ତାନୀ ଉପରେ ପୁର୍ବରୁ ରୋକ ଲଗାଇ ଥିଲା ବେଳେ ଏହାର କିପରି କଳା ବଜାରି ନହୁଏ ସେଥିପ୍ରତି ମଧ୍ୟ ନିର୍ଦେଶ ରହିଛି । ତେବେ ୧୦୦ ମିଲି ଗ୍ରମ୍ ରେମଡେସିଭିର