Odia News Portal
Yearly Archives

2021

ଦେଶରେ ଅକ୍ସିଜେନ୍ ଅଭାବ, ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ ଯଥେଷ୍ଟ ମାତ୍ରାରେ ମେଡିକାଲ ଗ୍ରେଡ୍ ଅକ୍ସିଜେନ୍ ଯୋଗାଣ ସୁନିଶ୍ଚିତ କରିବା ଲାଗି ପ୍ରଧାନମନ୍ତ୍ରୀ ବିସ୍ତୃତ ସମୀକ୍ଷା କରିଥିଲେ। ଏହି ଅବସରରେ ସ୍ବାସ୍ଥ୍ୟ, ଡିପିଆଇଆଇଟି, ଇସ୍ପାତ, ସଡ଼କ ପରିବହନ ଆଦି ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ପ୍ରଧାନମନ୍ତ୍ରୀଙ୍କୁ ଅବଗତ

ଚହରଙ୍କ ଚମକରେ ଚେନ୍ନାଇର ପ୍ରଥମ ବିଜୟ

ମୁମ୍ବାଇ : ପ୍ରଥମ ମ୍ୟାଚରେ ପରାସ୍ତ ହୋଇଥିବା ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପରକିଙ୍ଗ୍ସ ବିଜୟଧାରାକୁ ଫେରିଛି । ଦୀପକ ଚହରଙ୍କ ଘାତକ ବୋଲିଂ ବଳରେ ଚେନ୍ନାଇ ସୁପରକିଙ୍ଗ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୪ଶ ସଂସ୍କରଣରେ ନିଜର ପ୍ରଥମ ବିଜୟ ହାସଲ କରିଛି।

ପଟ୍ଟାଙ୍ଗୀ ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ଥାନା ଅଞ୍ଚଳରେ ଚୂନମାଟି ଅତଡା ଖସି ୩ ଜଣଙ୍କ ମୃତ୍ୟୁ ଘଟଣା । ମୃତକଙ୍କ ପରିବାରକୁ ୫ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଘଟଣାରେ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଆଇପିଏଲ ୨୦୨୧: ଟସ ଜିତି ଚେନ୍ନାଇର ବୋଲିଂ ନିଷ୍ପତ୍ତି

ମୁମ୍ବାଇ: ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ଓ ପଞ୍ଜାବ କିଙ୍ଗସ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଚେନ୍ନାଇ । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇଛି ପଞ୍ଜାବ ଦଳ । ଚେନ୍ନାଇ ନିଜ ପ୍ରଥମ ବିଜୟ ଲକ୍ଷ୍ୟରେ ରହିଥିବା