Odia News Portal
Yearly Archives

2021

ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହାଇଦ୍ରାବାଦ-ବାଙ୍ଗାଲୋର

ଚେନ୍ନାଇ: ଆଜି ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେଉଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନ ରାଇଜର୍ସ ହାଇଦ୍ରାବାଦ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ହାଇଦ୍ରାବାଦ ଟିମ । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇଛି ବାଙ୍ଗାଲୋର ଦଳ । ଉଭୟ ଦଳ ଏହି

ପିପିଲିରେ ଘୋଷଣା ହେବ ସାନି ଉପନିର୍ବାଚନ ତାରିଖ

*ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ପଦକ୍ଷେପ | *ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟ ପରେ ଏ ଦିଗରେ ପଦକ୍ଷେପ ନିଆଯିବ | *ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀଙ୍କ ସୂଚନା |

ବାବର ବିଶ୍ବର ନଂ୧ ଦିନିକିଆ ବ୍ୟାଟ୍ସମ୍ୟାନ

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ହଟାଇ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ବାବର ଆଜମ ବିଶ୍ବର ନଂ୧ ଏକଦିବସୀୟ ବ୍ୟାଟ୍ସମ୍ୟାନ ମାନ୍ୟତା ପାଇଛନ୍ତି । ଆଇସିସି ପକ୍ଷରୁ ପ୍ରକାଶିତ ସଦ୍ୟତମ ମାନ୍ୟତା ତାଲିକା  ଅନୁସାରେ ୮୬୫ ପଏଣ୍ଟ ପାଇ ବାବର ୧ ନମ୍ବର ସ୍ଥାନରେ

ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ମାଧ୍ୟମରେ ଅଜିତ ମଙ୍ଗରାଜଙ୍କ ବିୟୋଗ ନେଇ ଶୋକବ୍ୟକ୍ତ କରିଛନ୍ତି ନବୀନ | ଅଜିତଙ୍କ ଅକାଳ ବିୟୋଗ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ

ସ୍ଥଗିତ ହେବ ପିପିଲି ଉପନିର୍ବାଚନ !

ଭୁବନେଶ୍ୱର: କରୋନାରେ ପୀଡ଼ିତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କିଛି ଦିନ ତଳେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ ।ତେବେ ଅଜିତ୍‌ଙ୍କ ନିଧନ ପରେ ପିପିଲି ଉପ ନିର୍ବାଚନକୁ ଶକ୍ତ ଝଟକା ଲାଗିଛି। ଏହି

କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ୱର: କରୋନାରେ ପୀଡ଼ିତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କିଛି ଦିନ ତଳେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ । କରୋନା କାରଣରୁ ନିଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଅନୁଭବ କରୁଥିଲେ ଅଜିତ୍ | କୋଭିଡ