Odia News Portal
Yearly Archives

2021

୨୫ ଲକ୍ଷ କୋଭିସିଲ୍ଡ ଡୋଜ ପଠାଇବାକୁ ଚିଠି

ଭୁବନେଶ୍ୱର : ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ଏସିଏସ ପିକେ ମହାପାତ୍ର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟକୁ ଚିଠି ଲେଖିଛନ୍ତି । ଚିଠିରେ ତୁରନ୍ତ ରାଜ୍ୟ ସରକାରଙ୍କୁ ୨୫ ଲକ୍ଷ କୋଭିସିଲ୍ଡ ଡୋଜ ପଠାଇବାକୁ ଅନୁରୋଧ କରିଛନ୍ତି । ଆଗକୁ ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ତେବେ କମ

ଛାତ୍ରୀଙ୍କୁ ନିଶା ଦେଇ ଦୁଷ୍କର୍ମ ଉଦ୍ୟମ

ବୁଗୁଡ଼ା : ବୁଗୁଡ଼ା ଥାନା ଅଞ୍ଚଳର ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ନିଶା ଦେଇ ଦୁଷ୍କର୍ମ ଉଦ୍ୟମ କରିବାବେଳେ ଜଣେ ବିବାହିତ ଯୁବକ ଗିରଫ ହୋଇଥିବା ଜଣାଯାଇଛି। ସ୍କୁଲ୍ ପାଠପଢା ବନ୍ଦ ଥିବାରୁ ଛାତ୍ରୀ ଜଣକ ଘର କାମରେ ପରିବାରକୁ ସହଯୋଗ କରୁଥିଲେ। ସେ ନାବାଳିକା ହୋଇଥିବା ବେଳେ ଦଳିତ ଶ୍ରେଣୀରେ

ମାସ୍କ ନପିନ୍ଧିଲେ ୨ ହଜାର ଜରିମାନା , ଦ୍ୱିତୀୟ ଥର ୫ ହଜାର

ଭୁବନେଶ୍ବର: ମାସ୍କ ପିନ୍ଧୁ ନଥିବା ଅମାନିଆ ଏବେ ସାବାଡ଼ ହେବେ । କାରଣ ରାଜ୍ୟ ସରକାର ମାସ୍କ ବ୍ୟବହାର ନିୟମକୁ କଡ଼ାକଡ଼ି କରିଛନ୍ତି। ଏଣିକି ସର୍ବସାଧାରଣ ସ୍ଥାନରେ ବୁଲୁଥିବା ଲୋକ ମାସ୍କ ନପିନ୍ଧିଲେ ୨ ହଜାର ଟଙ୍କା ଜରିମାନା ଗଣିବେ। ସେହି ବ୍ୟକ୍ତି ଦ୍ବିତୀୟ ଥର ମାସ୍କ ପିନ୍ଧି ନଥିଲେ ୫

ଭୁବନେଶ୍ୱରରେ କରୋନା ୧୫୦ ଛୁଇଁଲା

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରକୁ ଡ଼ରାଇଲାଣି କରୋନା ସଂକ୍ରମଣ । ଗତ ତିନି ଦିନ ହେଲା ସଂକ୍ରମଣ ଶହେ ଉପରେ ରହୁଛି । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ଦେଢ ଶହ କରୋନା ପଜିଟିଭ୍ । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏହି ଆକ୍ରାନ୍ତଙ୍କ ଭିତରେ ୧୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ

ରାଜଧାନୀ ଦିଲ୍ଲୀରେ ସମସ୍ତ ସ୍କୁଲ-କଲେଜ୍ ବନ୍ଦ

ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନାର ଦ୍ଵିତୀୟ ଲହର ଆରମ୍ଭ ହୋଇଯାଇଛି | ଦୈନିକ ଲକ୍ଷାଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ

ଡବଲ୍ ଏନକାଉଣ୍ଟରରେ ୭ ଆତଙ୍କୀ ସଫା

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ତ୍ରାଲ ଓ ଶୋପିଆନରେ ଘଟିଥିବା ପୃଥକ ପୃଥକ ଏନକାଉଣ୍ଟରରେ ୭ ଜଣ ଯାକ ଆତଙ୍କୀ ନିହତ ହୋଇଛନ୍ତି। ତ୍ରାଲର ନୌବୁଗା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ସେମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ କରି ପୂରା ଅଞ୍ଚଳକୁ