Odia News Portal
Yearly Archives

2021

ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଅନୀଲ ଦେଶମୁଖଙ୍କ ଇସ୍ତଫା

ମୁମ୍ବାଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ତେବେ ନିର୍ଦ୍ଦେଶ ଆସିବାର କିଛି ସମୟ ମଧ୍ୟରେ ଅନୀଲ ଦେଶମୁଖ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଦେଖା

ଆଜିଠୁ ୧୦ ଜିଲ୍ଲାରେ ଜାରି ହେବ ରାତ୍ରୀକାଳୀନ କର୍ଫ୍ୟୁ

ଭୁବନେଶ୍ବର: ଓଡ଼ିଶାରେ କରୋନା ସଂକ୍ରମଣ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଥିବାରୁ ରାଜ୍ୟକୁ ପୁନର୍ବାର ନାଇଟକର୍ଫ୍ୟୁ ଫେରିଛି । ଆଜିଠୁ ୧୦ ଜିଲ୍ଲାରେ ରାତ୍ରୀକାଳୀନ କର୍ଫ୍ୟୁ ଜାରି ହେବା । ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ସଂକ୍ରମଣକୁ ଦୃଷ୍ଟିରେ ରଖି ୧୦ଟି