Odia News Portal
Yearly Archives

2021

ବନ୍ଧା ହେଲେ ସପନା ଚୌଧୁରୀ

ଚଣ୍ଡିଗଡ: ଖୁବ୍‌ ଶୀଘ୍ର ବନ୍ଧା ହେବେ ହରିୟାଣୀ ସୁପ ଗାୟିକା ତଥା ନୃତ୍ୟଶିଳ୍ପୀ ସପନା ଚୌଧୁରୀ। ସପନାଙ୍କ ବିରୋଧରେ ଜାରି ହୋଇଛି ଗିରଫ ୱାରେଣ୍ଟ  । ଏକ ଠକେଇ ମାମଲାରେ ଖୁବ୍‌ ଶୀଘ୍ର ସପନା ବନ୍ଧା ହେବେ ବୋଲି ଜଣାଯାଇଛି। ଏକ ଇଭେଣ୍ଟକୁ ବାତିଲ କରି ଟିକେଟ୍ କିଣିଥିବା ଲୋକଙ୍କୁ ଟଙ୍କା

ଯମଜ ସନ୍ତାନର ମାଆ ହେଲେ ପ୍ରୀତି ଜିଣ୍ଟା

ମୁମ୍ବାଇ: ୪୬ ବର୍ଷ ବୟସରେ ମା’ ହେଲେ ବଲିଉଡର ଡିମ୍ପଲ ଗାର୍ଲ ପ୍ରୀତି ଜିଣ୍ଟା। ପ୍ରୀତି ଓ ତାଙ୍କ ସ୍ୱାମୀ ଜେନ୍‌ ଗୁଡେନୋଫ ଉଭୟ ଯାଁଳା ସନ୍ତାନଙ୍କ ପିତାମାତା ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଝିଅ ଓ ଜଣେ ପୁଅ ଥିବା ଜଣାଯାଇଛି। ପ୍ରୀତି ଏନେଇ ଆଜି ସକାଳେ  ଇନଷ୍ଟାରେ ଏକ ପୋଷ୍ଟ ଶେଆର

ଖାଇବାରେ ବିଷ ଦେଇ ୫ କୁକୁରଙ୍କୁ ହତ୍ୟା

କୋଲକାତା: ସମସ୍ତଙ୍କୁ ବିଚଳିତ କରିବା ଭଳି ଖବର ସାମ୍ନାକୁ ଆସିଛି। ଉତ୍ତର କୋଲକାତାରେ ଥିବା ଶୋଭାବଜାର ଅଞ୍ଚଳରୁ ଏକକାଳୀନ ୫ଟି କୁକୁର ଛୁଆଙ୍କ ମୃତଦେହ ମିଳିଛି। କୁକୁରମାନଙ୍କ ଖାଇବାରେ ବିଷ ଗୋଳାଇ ଦିଆଯାଇଥିଲା। ଫଳରେ ଏହାକୁ ଖାଇ ସେମାନେ ପ୍ରାଣ ହରାଇଥିବା ଜଣାପଡ଼ିଛି। କୋଲକାତା:

ସ୍କିନ୍ ଟୁ ସ୍କିନ୍ ଟଚ୍ ଜରୁରୀ ନୁହେଁ, ପୋସ୍କୋ ଆଇନ

ନୂଆଦିଲ୍ଲୀ: ଶିଶୁ ଯୌନ ଶୋଷଣ ବା ପୋକ୍ସୋ ଆକ୍ଟକୁ ନେଇ ବଡ଼ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ। ଆଜି ସର୍ବୋଚ୍ଚ ଅଦାଲତ ସ୍କିନ ଟୁ ସ୍କିନ ଟଚ୍‌ ବା ଚର୍ମ ସ୍ପର୍ଶ ମାମଲାରେ ବମ୍ବେ ହାଇକୋର୍ଟ ଦେଇଥିବା ରାୟକୁ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି, ପୋକ୍ସୋ ଆକ୍ଟ ଅଧୀନରେ ଯୌନ ଶୋଷଣ ମାମଲା

କାର୍ତ୍ତିକ ପୂର୍ଣ୍ଣିମାରେ ଏହି ସବୁ ସ୍ଥାନକୁ ଯିବା ମନା

ରାତି ପାହିଲେ କାର୍ତ୍ତିକ ପୂର୍ଣ୍ଣମୀ । ଏହି ଦିନ ସକାଳୁ ସକାଳୁ ଲୋକେ ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଥାନ୍ତି। ହେଲେ ଏଥିଯୋଗୁ ଅଧିକ ଲୋକ ଏକତ୍ରୀତ ହୋଇ କରୋନା ପୁଣି ଥରେ ମୁଣ୍ଡ ଟେକିବା ଆଶଙ୍କା ଥିବାରୁ ଆଗୁଆ ପଦକ୍ଷେପ ନେଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଜିଲ୍ଲା ପ୍ରଶାସନ ପକ୍ଷରୁ

ଶୀତ ଦିନେ କେମିତି ପାଇବେ ଥଣ୍ଡା କାଶରୁ ମୁକ୍ତି

ଥଣ୍ଡା ପାଗ ଆରମ୍ଭ ହୋଇଯାଇଛି। ଏହି ସମୟରେ ଲୋକମାନଙ୍କର ଥଣ୍ଡା, କାଶ ଇତ୍ୟାଦି ସମସ୍ୟା ଦେଖାଦିଏ । ଯଦି ଆପଣ ବି ଏହି ସମସ୍ୟାରେ ପିଡ଼ିତ ତାହେଲେ ଆପଣ ଅଡ଼ୁଶାର ବ୍ୟବହାର କରିପାରିବେ । ଏହି ଚାରାରେ ବିଭିନ୍ନ ଔଷଧିୟ ଗୁଣ ଥାଏ। ନିଶ୍ୱାସ ପ୍ରଶ୍ୱାସରେ ନେବାରେ ଅସୁବିଧା, ଆସ୍ଥମା,

କିସ୍ କରିବାକୁ ଡରୁଥିଲେ ସୈଫ

ବଲିଉଡ୍‌ ନବାବ୍‌ ସୈଫ୍‌ ଅଲୀ ଖାନ ଓ ରାନୀ ମୁଖାର୍ଜୀଙ୍କ ବହୁତ କମ୍‌ ଫିଲ୍ମରେ ଏକାଠି ନଜର ଆସିଛନ୍ତି। କିନ୍ତୁ ଯେତେବେଳେ ବି ସେମାନେ ପରଦାରେ ଏକ ସାଥୀରେ ନଜର ଆସିଛନ୍ତି, ଧମାଲ କରିଛନ୍ତି । ସେମାନଙ୍କ କେମିଷ୍ଟ୍ରୀକୁ ଫ୍ୟାନ୍‌ମାନେ ବହୁତ ପସନ୍ଦ କରନ୍ତି। ବହୁତ ବର୍ଷ ପରେ ଦୁଇ ଜଣ ପୁଣି

ଭିଜିଲାନ୍ସ ଜାଲରେ ସୋନପୁର ଉପଜିଲ୍ଲାପାଳ

ଭିଜିଲାନ୍ସ ଜାଲରେ ସୋନପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମୁଖ୍ୟ କିରାଣୀ ରମେଶ ପ୍ରସାଦ ନାଗ । ଗୁରୁବାର ସକାଳୁ ସକାଳୁ ରମେଶଙ୍କ ବଲାଙ୍ଗୀର ଶାନ୍ତିପଡା ଓ ତାଲପାଲିପଡା ଘରେ ଚଢାଉ କରିଛି ଭିଜିଲାନ୍ସ । ସେହିପରି ସୋନପୁର ଅଫିସରେ ମଧ୍ୟ ଚଢାଉ ଚାଲିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ

ଆଜିଠୁ ଖାଲି ଥିବା ସିଟ୍ ପୂରଣ

ଯୁକ୍ତ୨ରେ ଖାଲିଥିବା ସିଟ୍‌ ପୂରଣ ପାଇଁ ତୃତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତ ପାଠ୍ୟକ୍ରମରେ ନାମ ଲେଖାଇବାକୁ ଥିବା ଆଶାୟୀ ଛାତ୍ରଛାତ୍ରୀ ଆଜି ପୂର୍ବାହ୍ନ ୧୧ଟା ୩୦ରୁ ୨୨ ତାରିଖ ରାତି ୧୧ଟା ୫୫ ପର୍ଯ୍ୟନ୍ତ ଆବେଦନ

ମମିତା ମେହେର ହତ୍ୟା ମାମଲାର ଆଜି ହାଇକୋର୍ଟରେ ହେବ ଶୁଣାଣୀ

ଆଜି ହାଇକୋର୍ଟରେ ହେବ ମମିତା ମେହେର ହତ୍ୟା ମାମଲାର ଶୁଣାଣି । ମମିତା ମେହେରଙ୍କ ପରିବାର ପକ୍ଷରୁ ହୋଇଥିବା ମାମଲାର ଶୁଣାଣି ହେବ । ମମିତାଙ୍କ ବାପା ସୁଚନ୍ଦ୍ର ମେହେର ଓ ଭାଇ ବଂଟି ମେହେର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ମମିତାଙ୍କ ବାପା ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ