Odia News Portal
Yearly Archives

2021

ବନ୍ଦ ହେବନି ସରକାରୀ ସ୍କୁଲ

ଭୁବନେଶ୍ବର : ରାଜ୍ୟର କିଛି ଶିକ୍ଷାନୁଷ୍ଠାନରୁ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାପରେ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବାକୁ ସରକାରୀ ଯୋଜନା ପ୍ରସ୍ତୁତ କରୁଥିବା ଚର୍ଚ୍ଚା ହେଉଥିଲା। ହେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସେଭଳି କୌଣସି ନିଷ୍ପତ୍ତି ନିଆଯାଇନଥିବା କହିଛନ୍ତି…

ରଙ୍ଗର ପର୍ବ ହୋଲିରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ବର: ଆଜି ରଙ୍ଗର ପର୍ବ ହୋଲି । ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।ତେବେ ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ।…

ହୋଲିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଆଜି ରଙ୍ଗର ଉତ୍ସବ ହୋଲି । ଏହି ଉପଲକ୍ଷେ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିଛନ୍ତି ଯେ, ହୋଲି ହେଉଛି ଆନନ୍ଦ ଓ ସାମାଜିକ ସଦ୍‌ଭାବନାର ଉତ୍ସବ। ଟୁଇଟ୍‌ କରି ରାଷ୍ଟ୍ରପତି ଲେଖିଛନ୍ତି, ହୋଲି ଉପଲକ୍ଷେ ସମସ୍ତ ନାଗରିକ ବନ୍ଧୁଙ୍କୁ ଅଭିନନ୍ଦନ। ରଙ୍ଗର…

ନବରଙ୍ଗପୁର ପ୍ରଶାସନ ହଟାଇଲା ନାଇଟ୍‌ କର୍ଫ୍ୟୁ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାରେ ହଟିଲା ନାଇଟ୍‌ କର୍ଫ୍ୟୁ | ରାଜ୍ୟରେ ମାଲକାନଗିରି ପରେ ନବରଙ୍ଗପୁରରେ ନାଇଟ୍‌ କର୍ଫ୍ୟୁ ଲାଗୁ ହୋଇଥିଲା। ଜିଲ୍ଲାରେ କରୋନା ମିଟର ତଳ ମୁହାଁ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ନାଇଟ କର୍ଫ୍ୟୁ ହଟାଇ ଦିଆଯାଇଛି। ତେବେ ରବିବାର ନବରଙ୍ଗପୁର ଜିଲ୍ଲା…

ଜନ୍ମ କଲା ଛୁଆଙ୍କୁ ବିଷ ପିଆଇଲା ଜାନକୀ,୨ ମୃତ

ଭୁବନେଶ୍ୱର: ଚନ୍ଦକା ଥାନା ଅନ୍ତର୍ଗତ ମେଣ୍ଢାଶାଳ ନିକଟରେ ଅଭାବନୀୟ ଘଟଣା । ତିନି ଶିଶୁଙ୍କୁ ବିଷଦେଇ ନିଜେ ବିଷ ପିଇଲା ମା। କ୍ୟାପିଟାଲ ହସ୍ପିଟାଲରେ ସାଢ଼େ ଚାରି ବର୍ଷର ଓ ତିନି ବର୍ଷର ୨ ପୁଅଙ୍କ ମୃତ୍ୟୁ ହୋଇଥିବା ସମୟରେ ଦେଢ ବର୍ଷର ଶିଶୁ କନ୍ୟା ଓ ମାକୁ ଗୁରୁତର ଅବସ୍ଥାରେ କଟକ…