Odia News Portal
Yearly Archives

2021

ଶ୍ରୀମନ୍ଦିରରେ ଏନଏସଜି ଟିମ୍

ପୁରୀ : ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହା ପୂର୍ବରୁ ପୁରୀ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ବୁଲି ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି ଏନଏସଜି ଟିମ୍ । ପୋଲିସ ସହାୟତାରେ ଏନଏସଜିର ୩ ଜଣିଆ ଟିମ୍ ପୁରୀ ଶ୍ରୀମନ୍ଦିର ପହଞ୍ଚି…

ବିଜେପି ସାଂସଦଙ୍କ ସନ୍ଦେହଜନକ ମୃତ୍ୟୁ

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶ ମଣ୍ଡିର ବିଜେପି ସାଂସଦ ରାମସ୍ୱରୂପ ଶର୍ମାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ଦିଲ୍ଲୀ ସ୍ଥିତ ଗୋମତି ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ…

ବନ୍ଧୁକ ଦେଖାଇ ୨୧ ଲକ୍ଷ ଟଙ୍କା ଲୁଟ୍

ସୁବର୍ଣ୍ଣପୁର: ବ୍ୟାଙ୍କ ଠିକା କର୍ମଚାରୀଙ୍କ ଠାରୁ ୨୧ ଲକ୍ଷ ଟଙ୍କା ଲୁଟ୍। ଏଟିଏମ୍‌ରେ ଟଙ୍କା ଭରିବାକୁ ଯିବା ବେଳେ ଲୁଟି ନେଲେ ଦୁର୍ବୃତ୍ତ। ବାଘଲପୁର ଛକ ନିକଟରେ ଏହି ଲୁଟ୍ ଘଟଣା ଘଟିଛି । ୩ ଟି ବାଇକରେ ଆସିଥିବା ୬ ଜଣ ଲୁଟେରା ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟି ନେଇଥିବା…

ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ଦେଲା ବିଜେଡି

ଭୁବନେଶ୍ୱର: ଲଗାତାର ୫ ଦିନ ହେଲା ମଣ୍ଡି ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରୁଛନ୍ତି ବିରୋଧୀ । ହଟ୍ଟଗୋଳ ଯୋଗୁଁ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରୁଛନ୍ତି ବାଚସ୍ପତି । ଆଜି ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି । ବିରୋଧୀ ମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ…

କ୍ଷମା ଜିଦରେ ଅଚଳ ଗୃହ,୪ଟା ଯାଏଁ ମୁଲତବି

ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ମଧ୍ୟ ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ପର୍ଯ୍ୟନ୍ତ ଗୃହ କାର୍ଯ୍ୟ ମୁଲତବି ହୋଇଥିବା ସମୟରେ…