ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ
ଭୁବନେଶ୍ୱର: ରାଜ୍ୟରେ ୨୦୬ ଜଣ ନୂଆ କୋଭିଡ ସଂକ୍ରମିତ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି । ଏଥିସହିତ ୨ ଜଣ କୋଭିଡ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୧୨୧ ଓ ସ୍ଥାନୀୟ ସଂକ୍ରମିତ ୮୫ ଜଣ । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୩୨ ଜଣ ରହିଛନ୍ତି!-->…