Odia News Portal
Yearly Archives

2021

ଶିମିଳିପାଳ ଅଗ୍ନିକାଣ୍ଡରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ମୟୂରଭଞ୍ଜ: ଶିମିଳିପାଳ ଅଗ୍ନିକାଣ୍ଡ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ । ଏନେଇ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କ ଟ୍ୱିଟ୍ । ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ । ଏନେଇ ରିପୋର୍ଟ କରିବାକୁ ମଧ୍ୟ ନିର୍ଦ୍ଦେଶ…

ବୁମରାଙ୍କ ଦୁଲହନ କିଏ ?

ନୂଆଦିଲ୍ଲୀ : ଭାରତୀୟ ଦଳର ଦ୍ରୁତ ବୋଲର ଯଶପ୍ରୀତ ବୁମରା ନିକଟରେ ବ୍ୟକ୍ତିଗତ କାରଣ ଦର୍ଶାଇ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ର ଚତୁର୍ଥ ମ୍ୟାଚ୍‌ରୁ ଓହରି ଯାଇଥିଲେ। ଏହାକୁ ନେଇ କ୍ରିକେଟ୍ ପ୍ରଶଂସକଙ୍କ ମନରେ ପ୍ରଶ୍ନ ଉଠିଥିଲା ଯେ, କେଉଁ ବ୍ୟକ୍ତିଗତ କାରଣ ପାଇଁ ବୁମରା ସିରିଜ୍‌ରୁ…

ଶାସ୍ତ୍ରୀ ନେଲେ ଟିକା

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ଟିକାକରଣରେ ନିଜକୁ ସାମିଲ କରିଛନ୍ତି । ଶାସ୍ତ୍ରୀ ଅହମ୍ମଦାବାଦର ଆପୋଲୋ ହସ୍ପିଟାଲରେ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଖୋଦ୍ ଶାସ୍ତ୍ରୀ ନିଜର ଟ୍ୱିଟର୍ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି। ଏହାସହ ଶାସ୍ତ୍ରୀ ବୈଜ୍ଞାନିକ…

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ହେଲେ ଜୟଦୀପ ଭଟ୍ଟନାଗର

ନୂଆଦିଲ୍ଲୀ: ପ୍ରେସ୍‌ ଇନଫରମେସନ୍‌ ବ୍ୟୁରୋ (ପିଆଇବି)ର ପ୍ରମୁଖ ମହାନିର୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଜୟଦୀପ ଭଟ୍ଟନାଗର । ୧୯୮୬ ବ୍ୟାଚ୍‌ର ଭାରତୀୟ ସୂଚନା ଅଧିକାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିବା ଜୟଦୀପ ଭଟ୍ଟନାଗର ଏହା ପୂର୍ବରୁ ଦୂରଦର୍ଶନ ସମାଚାର ବିଭାଗ ଏବଂ ଦୂରଦର୍ଶନର…

ଦକ୍ଷିଣ ଆଫ୍ରିକା ଫେରନ୍ତା ପଜିଟିଭ୍ ଚିହ୍ନଟ

ବ୍ରହ୍ମପୁର: ଗଞ୍ଜାମରେ ଦକ୍ଷିଣ ଆଫ୍ରିକା ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ । ଗଞ୍ଜାମର ୪ଟି କେସ୍ ପରୀକ୍ଷା ପାଇଁ ପଠାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ…