ରାଜ୍ୟ ସରକାରଙ୍କୁ ଅପରାଜିତାଙ୍କ ଟାର୍ଗେଟ
ଭୁବନେଶ୍ୱର: ସାମ୍ବାଦିକ ସମ୍ମିଳନୀରେ ନିଖୋଜ ପୋଷ୍ଟର ନେଇ ପ୍ରତିକ୍ରିୟା ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।ସାଂସଦ ଅପରାଜିତା ନିଜ ପ୍ରତିକ୍ରିୟାରେ କହିଛନ୍ତି, ନିଖୋଜ ପୋଷ୍ଟର ମୁଁ ହ୍ୱାଟ୍ସଆପରେ ପାଇଲି । ପୋଷ୍ଟର ଲଗାଇଥିବା ବନ୍ଧୁମାନଙ୍କୁ ମୋର ଧନ୍ୟବାଦ। ସଂସଦ ଚାଲିଥିବାରୁ!-->…
