ଏନଏମଏକୁ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟର ଚିଠି
ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରର ବାଇ ଲ’ ପ୍ରତ୍ୟାହାର ଦାବି ଜୋରଧରିଛି |ମନ୍ଦିର ସମ୍ପର୍କିତ ଏନଏମଏ ବିଜ୍ଞପ୍ତି ପ୍ରତ୍ୟାହାର ପାଇଁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡର ଚେୟାର ମ୍ୟାନଙ୍କ ବିନା ପରାମର୍ଶରେ ଏଭଳି ନିଷ୍ପତ୍ତି ନ ନେବାକୁ ଚିଠିରେ ଉଲ୍ଲେଖ!-->…
