୧୯ ଯାଏଁ ବର୍ଷିବ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ଆସନ୍ତା ୧୯ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ!-->…