Odia News Portal
Yearly Archives

2021

ଆଦିବାସୀ ସାହିରେ ଅପହଞ୍ଚ ସରକାରୀ ଯୋଜନା

ଯାଜପୁର: ଆଦିବାସୀ ସାହିର ବସ୍ତିବାସିନ୍ଦା ମାନଙ୍କ ଲାଗି ସମ୍ପୂର୍ଣ୍ଣ ଅପହଞ୍ଚ ସରକାରଙ୍କ ଆବାସ ଯୋଜନା | ବ୍ୟାସନଗର ପୌରାଞ୍ଚଳ ୱାର୍ଡ଼ ନମ୍ବର ୨୫ ଚୁନଭାଟି ପ୍ଲଟ ଆଦିବାସୀ ସାହିର ବସ୍ତିବାସିନ୍ଦା ମାନଙ୍କ ଲାଗି ସରକାରଙ୍କ ଆବାସ ଘର ଯୋଜନା ପହଞ୍ଚି ପାରିନାହିଁ | ସେହିଭଳି ସମ୍ପୂର୍ଣ୍ଣ…

ପ୍ରଦୀପଙ୍କୁ ଆଶ୍ୱସ୍ତି: ତଦନ୍ତ କରିପାରିବନି ଭିଜିଲାନ୍ସ

କଟକ: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ମାମଲାର ତଦନ୍ତ ଭିଜିଲାନ୍ସ କରିପାରିବ ନାହିଁ ବୋଲି ସଫା ସଫା ଶୁଣାଇ ଦେଇଛନ୍ତି ହାଇକୋର୍ଟ। ଫଳରେ ଆଜି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର…

ନନ୍ଦନକାନନରେ ଲବ କୁଶ ଅସୁସ୍ଥ

ଭୁବନେଶ୍ୱର: ନନ୍ଦନକାନନରେ ବାଘ ଛୁଆ ଲବ କୁଶ ଅସୁସ୍ଥ । କାମ ଦେଉନି ସ୍ଥାନୀୟ ଡାକ୍ତରଙ୍କ ଚିକିତ୍ସା।ଯାହା ଫଳରେ ଏବେ ବାହାର ବିଶେଷଜ୍ଞଙ୍କ ସହାୟତା ଲୋଡିଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ । ବାଘ ଛୁଆଙ୍କ ଚିକିତ୍ସା ପାଇଁ ଚେନ୍ନାଇ ଚିଡିଆଖାନା ଓ ଇଣ୍ଡିଆନ୍ ଭେଟେରିନାରୀ ରିସର୍ଚ୍ଚ…

ସମ୍ମୁଖ ଯୋଦ୍ଧାଙ୍କୁ ଅଫିସରେ ଟିକାକରଣ

ଭୁବନେଶ୍ୱର: ଆସନ୍ତା ୬ ତାରିଖରୁ ସମ୍ମୁଖ ଯୋଦ୍ଧାଙ୍କୁ ଦିଆଯିବ କରୋନା ଟିକା । ତେବେ ଟିକାକରଣକୁ ସହଜ ଏବଂ ସୁବିଧାରେ ସମ୍ମୁଖ ଯୋଦ୍ଧାଙ୍କୁ ଦେବା ପାଇଁ ଏଥର ଅଫିସରେ ଦିଆଯିବ କରୋନା ଟିକା । ସମ୍ମୁଖ ଯୋଦ୍ଧାଙ୍କ ଟିକାକରଣ ପାଇଁ ଏପରି ସୁବ୍ୟବସ୍ଥା କରାଯାଇଛି । ସମ୍ମୁଖ ଯୋଦ୍ଧାଙ୍କ ଅଫିସରେ…

ନୃସିଂହନାଥ ମନ୍ଦିରର ବିକାଶ ସମୀକ୍ଷା

ବରଗଡ଼: ବରଗଡ଼ ଓ ବଲାଙ୍ଗୀର ଗସ୍ତରେ 5t ସଚିବ ଭିକେ ପାଣ୍ଡିଆନ୍ | ଆଜି ବରଗଡ଼ ଜିଲ୍ଲା ଗସ୍ତ କରିବେ 5t ସଚିବ | ଫୋକସ୍‌ରେ ଅଛି ପଶ୍ଚିମ ଓଡ଼ିଶା । ପାଇକମାଲରେ ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ଉନ୍ନତି କାର୍ଯ୍ୟର ସମୀକ୍ଷା କରୁଛନ୍ତି । ବରଗଡ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା…

ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ପଞ୍ଚାୟତ ଶିମିଳିଛୁଇଁ ଗ୍ରାମରେ ହାତୀ ଆକ୍ରମଣ। ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର। ସୂଚନା ଅନୁଯାୟୀ, ଶିମିଳିଛୁଇଁ ଗ୍ରାମର ଉତ୍ତମ ଦାସ ବନ କର୍ମଚାରୀଙ୍କ ଉପସ୍ଥିତିରେ ହାତୀ ଆଡକୁ ଚାଲି ଯାଇଥିଲେ। ବନ କର୍ମଚାରୀ ବାରଣ କରିବା…