Sign in
Sign in
Recover your password.
A password will be e-mailed to you.
Yearly Archives
2021
ଅତ୍ୟନ୍ତ ଲଜ୍ଜାଜନକ ଘଟଣା: ମହିଳା କମିଶନ ଅଧ୍ୟକ୍ଷା
ଯାଜପୁର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲଙ୍କ ହତ୍ୟା ଘଟଣାର ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା । ଘଟଣାସ୍ଥଳ ପରିଦର୍ଶନ କଲେ ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା । ଯାଜପୁର ଏସପି ଓ ସ୍ଥାନୀୟ ପୋଲିସକୁ ଭେଟିବେ ମହିଳା କମିଶନ ଅଧକ୍ଷା । ଗୁରୁବାର ଦିନ ମହିଳା!-->…
ସଂସଦରେ ରାଷ୍ଟ୍ରପତିଙ୍କ ସମ୍ବୋଧନ
ନୂଆଦିଲ୍ଲୀ: ସଂସଦରେ ଚାଲିଛି ବଜେଟ ଅଧିବେଶନ । ପରମ୍ପରା ଅନୁସାରେ ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବଜେଟ ଅଧିବେଶନ । ଆଜି ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଛନ୍ତି, କରୋନା କାଳରେ ଏହି ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ ।!-->…
ପୂଜା ଥାଳିରେ ରଖନ୍ତୁ ନାହିଁ ଏହି ଜିନିଷ….
ଭୁବନେଶ୍ବର: ହିନ୍ଦୁ ଧର୍ମରେ ପୂଜାପାଠର ଅନେକ ମହତ୍ତ୍ୱ ରହିଛି। ଘରେ ଭଗବାନଙ୍କ ପୂଜା କଲେ ସକାରାତ୍ମକ ଶକ୍ତି ପ୍ରବାହ ହୋଇଥାଏ ଏବଂ ନକାରାତ୍ମକ ଶକ୍ତି ଦୁରେଇ ଯାଇଥାଏ ବୋଲି କୁହାଯାଏ। ସେଥିପାଇଁ ଯେଉଁ ଘରେ ସକାଳେ ସନ୍ଧ୍ୟାରେ ଭଗବାନଙ୍କ ପୂଜାର୍ଚ୍ଚନା ହୋଇଥାଏ ସେହି ଘରେ ସର୍ବଦା ଭଗବାନଙ୍କ!-->…
ମୃତ୍ୟୁ ରହସ୍ୟ ଖୋଲିବ ବଏଫ୍ରେଣ୍ଡ୍
ଭୁବନେଶ୍ୱର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ଗିରଫ ହେଲା ବଏଫ୍ରେଣ୍ଡ୍ ରାକେଶ ସ୍ୱାଇଁ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ପୋଲିସ ମୃତ ଝରାଫୁଲଙ୍କ ବଏଫ୍ରେଣ୍ଡ୍ ରାକେଶ ସ୍ୱାଇଁଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଗିରଫ କରିଛି ।ତେବେ ଗିରଫ ପରେ ରାକେଶକୁ ଏୟାର ଫିଲ୍ଡ ପୋଲିସ!-->…
ଝରାଫୁଲ ମର୍ଡର୍ ମିଷ୍ଟ୍ରି: ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ଅଭିଯୁକ୍ତ ଗିରଫ। ପୋଲିସ୍ ହାତରେ ଧରାପଡ଼ିଛି ଅଭିଯୁକ୍ତ ରାକେଶ ସ୍ୱାଇଁ। ପୋଲିସ ତାକୁ ଏୟାରଫିଲ୍ଡ ଥାନା ଅଞ୍ଚଳରୁ ଅଟକ ରଖିଛି। ସିସିଟିଭିରେ ଥିବା ପଛ ସ୍କୁଟି ଆରୋହୀ ରାକେଶ ବୋଲି ପୋଲିସ ଖବର!-->…
ଦୁଷ୍କର୍ମ ଉଦ୍ୟମ, ନାବାଳିକା ସଙ୍କଟାପନ୍ନ
ବ୍ରହ୍ମପୁର: ରାଜ୍ୟରେ ଥମୁନି ଲଜ୍ୟା | ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଚିକିଟି ସୋରଳରେ ଅଭାବନୀୟ ଘଟଣା । ଦୁଷ୍କର୍ମ ଉଦ୍ୟମ ପରେ ନାବାଳିକାର ବେକ କାଟିଲା ଯୁବକ । ସୋରଳ ଓଡ଼ିଆ କଲୋନୀରେ ଏଭଳି ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି ।
ସୂଚନାନୁଯାୟୀ, ଗୋଳନ୍ଥରାର ସୋରଳ ଓଡ଼ିଆ କଲୋନୀର!-->!-->!-->!-->!-->…
ମାଲବାହୀ ଟ୍ରେନ୍ର ୪ଟି ବଗି ଲାଇନଚ୍ୟୁତ
ରାୟଗଡା: ରାୟଗଡା ଜିଲ୍ଲା ମୁନିଗୁଡା ରେଳ ଷ୍ଟେସନ ନିକଟସ୍ଥ ମୁନିଖୋଲ ରେଳ ଫାଟକ ନିକଟରେ ଆଜି ଏକ ମାଲ ବୋଝେଇ ଟ୍ରେନ ଲାଇନଚ୍ୟୁତ ହୋଇଛି | ଉକ୍ତ ଟ୍ରେନଟି ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଠାରୁ ଛତିଶଗଡର ଅମୁଲାଇ ଯାଉଥିବା ବେଳେ ଡାଉନ ଲାଇନରେ ଚାରୋଟି ବଗି ଲାଇନଚ୍ୟୁତ ହୋଇଛି |
!-->!-->!-->!-->!-->…
