Odia News Portal
Yearly Archives

2021

ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ

କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ । ସେହି ଉଦ୍ଦେଶ୍ୟରେ କଟକରେ ନେତାଜୀଙ୍କ ନାମରେ ଖାନନଗରଠାରେ ପ୍ରସ୍ତାବିତ ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ନାମିତ ହୋଇଛି ଏହି ନୂଆ ବସ୍ ଟର୍ମିନାଲ |…

ଜାଣନ୍ତୁ ଶାମ୍ବ ଦଶମୀର ପୂଜା ବିଧି….

ଭୁବନେଶ୍ବର: ଆଜି ପବିତ୍ର ଶାମ୍ବ ଦଶମୀ । ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । କୁମାର ପୂର୍ଣ୍ଣିମାରେ ଯେପରି ଚନ୍ଦ୍ର ପୂଜାର କରାଯାଏ ସେହିପରି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ପୂଜା କରାଯାଏ। ଏହି ପର୍ବ ବିଶେଷ ରୂପେ ଓଡିଶାର ପୂର୍ବ ଭାଗରେ ପାଳନ କରାଯାଇଥାଏ। ପୌରାଣିକ…

ମୁକ୍ତି ସଂଗ୍ରାମର ମହାନାୟକ ବୀର ସୁରେନ୍ଦ୍ର ସାଏ

ଭୁବନେଶ୍ବର: ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ।୧୮୦୯ ମସିହା ଆଜିର ଦିନରେ ସେ ଜନ୍ମଗ୍ରହଣ କରିଥିଲେ ଏହି ମହାନ ସଂଗ୍ରାମୀ । ୧୮୫୭ ସିପାହୀ ବିଦ୍ରୋହ ପୂର୍ବରୁ ସେ ବ୍ରିଟିଶ ସରକାରଙ୍କ ବିରୋଧରେ ଆନ୍ଦୋଳନ ଆରମ୍ଭ କରିଥିଲେ । ଜୀବନକାଳର ସେ ଅଧା ସମୟ କାରାଗାରରେ କାଟିଥିଲେ ।ଏବଂ ଶେଷ ନିଶ୍ୱାସ…

ପଶ୍ଚିମବଙ୍ଗରେ ମମତା ବନାମ ମୋଦି

କୋଲକାତା: ପଶ୍ଚିମବଙ୍ଗରେ ନେତାଜୀଙ୍କ ଜୟନ୍ତୀଙ୍କୁ ନେଇ ଜୋର ଧରିଛି ରାଜନୀତି । ମୁହାଁମୁହିଁ ହୋଇଛନ୍ତି କେନ୍ଦ୍ର ଓ ପଶ୍ଚିମବଙ୍ଗ ସରକାର । ଜାନୁଆରୀ ୨୩ ତାରିଖରେ ନେତାଜୀ ଜୟନ୍ତୀକୁ ପରାକ୍ରମ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି ମୋଦି ସରକାର । କିନ୍ତୁ ପଶ୍ଚିମବଙ୍ଗ ସରକାର ଏହି…

୪୨୬୭ ଡିଏଲ ୩ ମାସ ପାଇଁ ବାତିଲ୍

ଭୁବନେଶ୍ୱର: ରାଜଧାନୀର ଆରଟିଓ ୧ ଓ ୨, କଟକ, ସମ୍ବଲପୁର, ରାଉରକେଲା ଆରଟିଓରେ ବିଗତ ୨୧ ଦିନ ମଧ୍ୟରେ ସର୍ବାଧିକ ଡ୍ରାଇଭିଂ ଲାଇସେନ୍ସ ବାତିଲ୍ ହୋଇଛି ।ତେବେ ମଦପିଇ ଗାଡ଼ି ଚାଳନା ପାଇଁ ଅଧିକାଂଶ ଲାଇସେନ୍ସ ବାତିଲ୍ ହୋଇଥିବା ବେଳେ ଅତ୍ୟଧିକ ସ୍ପିଡରେ ଗାଡ଼ି ଚଳାଇବା, ଟ୍ରାଫିକ୍ ରେଡ୍ ଲାଇଟ୍…

ସଡ଼କ ସୁରକ୍ଷା ସାଇକେଲ ପରିକ୍ରମା

କେନ୍ଦ୍ରାପଡ଼ା : ୩୨ ତମ ସଡକ ସୁରକ୍ଷା ସପ୍ତାହ ପାଳନ ଉପଲକ୍ଷେ କେନ୍ଦ୍ରାପଡ଼ା ଟାଉନ୍ ରେ ଏକ ସାଇକେଲ ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଓ କେନ୍ଦ୍ରାପଡ଼ା ସାଇକେଲ କ୍ଲବର ମିଳିତ ସହଯୋଗରେ ଅନୁଷ୍ଠିତ ସାଇକେଲ ପରିକ୍ରମା କାର୍ଯ୍ୟକ୍ରମରେ…

୧୨ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

ଭଦ୍ରକ: ୧୨ କିଲୋଗ୍ରାମ ଗଞ୍ଜେଇ ସମେତ ୧ ଲକ୍ଷ ୭ ହଜାର ଟଙ୍କା ଜବତ | ଜିଲ୍ଲାପାଳ ଜ୍ଞାନ ଦାସ, ଜିଲ୍ଲା ଅବକାରୀ ଅଧିକ୍ଷକ ଗୌତମ ସାହୁଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ରାଣୀତାଲ ବଜ଼ାର ନିକଟରେ ଥିବା…

ସମ୍ବିତଙ୍କ ବିରୋଧରେ ମାନହାନି ମୋକଦ୍ଦମା

କଟକ: ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡ. ସମ୍ବିତ ପାତ୍ରଙ୍କ ବିରୋଧରେ ମାନହାନି ମୋକଦ୍ଦମା । ପରୀ ମାମଲାରେ ଅରୁଚିକର ବୟାନ ଆରୋପର ପ୍ରତିବାଦ କରି ମାମଲା ଦାୟର କଲେ କଂଗ୍ରେସ ବାରବାଟୀ-କଟକ ବିଧାୟକ ଇଂ. ମହମ୍ମଦ ମୋକିମ୍ । ପରୀ ହତ୍ୟା ଘଟଣାକୁ ନେଇ ଗତ ନଭେମ୍ବର ୩୦ ତାରିଖରେ ସମ୍ବିତ ପାତ୍ର…

ମଧ୍ୟସ୍ଥତା କେନ୍ଦ୍ରକୁ ଆସିଲେନି ସାଂସଦ ଅନୁଭବ

କଟକ: ଏସଡିଜେଏମ କୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରକୁ ଆସିଲେନି ସାଂସଦ । ଏସଡିଜେଏମ କୋର୍ଟରେ ଅନୁଭବ ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ମଧ୍ୟସ୍ଥତା ପାଇଁ କହିଥିଲେ। ମଧ୍ୟସ୍ଥତା ପାଇଁ ଆଜି ଦିନ ଧାର୍ଯ୍ୟ କରିଥିଲେ ଏସଡିଜେଏମ କୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ…

ସରକାରଙ୍କୁ ୭୨ ଘଣ୍ଟାର ମହଲତ

ସମ୍ବଲପୁର: ମଣ୍ଡି ସମସ୍ୟାକୁ ନେଇ ବିଜେପିର ୯ ଜଣିଆ ପ୍ରତିନିଧି ଦଳ ଏବଂ ଆରଡିସିଙ୍କ ମଧ୍ୟରେ ଆଲୋଚନା ଶେଷ । ଆରଡିସିଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା କହିଛନ୍ତି ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ । ତେବେ ମଣ୍ଡି ସମସ୍ୟାକୁ ନେଇ ନିଷ୍ପତ୍ତି ନେବା ପାଇଁ ଆରଡିସିଙ୍କୁ ୭୨ ଘଣ୍ଟାର…