Odia News Portal
Yearly Archives

2021

ପରୀ ମୃତ୍ୟୁ ତଦନ୍ତ ପାଇଁ ଏସ୍‌ଆଇଟିକୁ ମହଲତ

ନୟାଗଡ଼: ହାଇକୋର୍ଟରେ ନୟାଗଡ ପରୀ ମୃତ୍ୟୁ ମାମଲା । ଏସ୍‌ଆଇଟି ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇନି ଷ୍ଟାଟସ ରିପୋର୍ଟ। ଏସଆଇଟି ଦେଇଥିବା ପୂର୍ବ ରିପୋର୍ଟକୁ ଅନୁଧ୍ୟାନ କରିଛନ୍ତି କୋର୍ଟ । ଅଧିକ ତଦନ୍ତ ପାଇଁ ଏସଆଇଟିକୁ ୨ ମାସ ସମୟ ଦେଇଛନ୍ତି ହାଇକୋର୍ଟ । ତେବେ ହାଇକୋର୍ଟ ଏସଆଇଟିକୁ ଆଜି…

କେନ୍ଦ୍ରମନ୍ତ୍ରୀଙ୍କୁ କଳାପତାକା ପ୍ରଦର୍ଶନ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଳା ପତାକା ପ୍ରଦର୍ଶନ | ନାଲକୋ ଛକରେ ଅହେତୁକ ତେଲ ଦର ବୃଦ୍ଧି ଓ କୃଷି ଆଇନ ପ୍ରତିବାଦରେ ଯୁବ କଂଗ୍ରେସ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି । ଯୁବ କଂଗ୍ରେସର ସଭାପତି ସ୍ମୃତି ରଂଜନ ଲେଙ୍କାଙ୍କ ନେତୃତ୍ୱରେ ଯୁବ କଂଗ୍ରେସ…

ଓଡ଼ିଆ ପୁଅ ସୁବ୍ରତ ସାହୁଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର: ୧୯୯୨ ବ୍ୟାଚ୍‌ର ଓଡ଼ିଆ ଆଇଏଏସ୍‌ ଅଧିକାରୀ ସୁବ୍ରତ ସାହୁ ଏବେ ଛତିଶଗଡ଼ ରାଜ୍ୟର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ତୁଲାଇବେ। ମୁଖ୍ୟ ଶାସନ ସଚିବ ଅମିତାଭ ଜୈନ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ଯାଇଥିବାରୁ ତାଙ୍କ ସ୍ଥାନରେ ଆଇଏଏସ୍‌ ସୁବ୍ରତ ସାହୁଙ୍କୁ ନିଯୁକ୍ତ…

ପୋଲ ଭୁଶୁଡିବା ଘଟଣାସ୍ଥଳରେ ତଦନ୍ତକାରୀ ଟିମ୍‌

ନବରଙ୍ଗପୁର: ଉମରକୋଟ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡିବା ଘଟଣାରେ ପୋଲ ଭୁଶୁଡି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଥିଲେ । ସମସ୍ତ ଆହତଙ୍କ ଚିକିତ୍ସା ଜାରି ରହିଛି । ସେପଟେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆକ୍ସନ୍ ମୋଡକୁ ଆସିଛି ପ୍ରଶାସନ । ଆଜି ୩ଜଣ ତଦନ୍ତକାରୀ ଟିମ୍‌…

ନକଲି ଚା’ ପରେ ଭେଜାଲ ମିକ୍ସଚର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ସହରର ବିଭିନ୍ନ ମିକ୍ସଚର୍ ଫ୍ୟାକ୍ଟ୍ରି ଓ ତେଲ ମିଲ୍ ଉପରେ ଚଢାଉ କରିଛି ବଲାଙ୍ଗିର ପୋଲିସ । ଜିଲ୍ଲା ଖାଉଟି ସୁରକ୍ଷା ଅଧିକାରୀ, ଓଜନ ମାପଦଣ୍ଡ ବିଭାଗ ପକ୍ଷରୁ ମିଳିତ ଭାବେ ଏହି ଚଢାଉ କରାଯାଇଛି । ବିକାଶ ଜୈନ ନାମକ ଜନୈକ ବ୍ୟକ୍ତି ବିନା ଲାଇସେନ୍ସରେ…

ଆଜିଠୁ ଝାରସୁଗୁଡାରୁ ବିମାନ ସେବା ଆରମ୍ଭ

ଝାରସୁଗୁଡା: ଆଜିଠାରୁ ଝାରସୁଗୁଡାରୁ ବେଙ୍ଗାଲୁରୁ ଓ ମୁମ୍ବାଇକୁ ଉଡିବ ବିମାନ। ଏହି ବିମାନ ସେବା ଆରମ୍ଭ ହେଉଥିବାରୁ ପଶ୍ଚିମ ଓଡିଶାର ଲୋକଙ୍କ ନିକଟରେ ଖୁସି ପ୍ରକାଶ ପାଇଛି । ପ୍ରଥମ ବିମାନ ଉଡାଣ ପାଇଁ ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ସମସ୍ତ ପ୍ରକାର ବ୍ୟବସ୍ଥା…

କୋଭିଡ୍ ହସ୍ପିଟାଲରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ

ସମ୍ବଲପୁର ଭିମ୍‌ସାର କୋଭିଡ୍‌ ହସ୍ପିଟାଲ ପରିସରରେ ଜଣେ ମହିଳା ରୋଗୀଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ରବିବାର ଏହି ଘଟଣା ସମଗ୍ର ଜିଲ୍ଲାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଡାକ୍ତରଖାନା କର୍ମଚାରୀ ଦୁଷ୍କର୍ମ ଉଦ୍ୟମ କରିଥିବା ଉକ୍ତ ରୋଗୀଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ।…

ଓଡିଶା ଆସୁଛି କରୋନା ଟିକା

ଭୁବନେଶ୍ବର: ଓଡ଼ିଶା ଆସୁଛି କୋଭିଡ଼ ଟିକା । ଆଜି ଓଡିଶାରେ ପହଞ୍ଚିବ କୋଭିଡ଼ ଟିକା କୋଭିସିଲ୍ଡ । ସ୍ୱତନ୍ତ୍ର ସ୍ପାଇସ୍‌ ଜେଟ୍‌ ବିମାନରେ ମୁମ୍ବାଇର ପୁଣେରୁ ଭୁବନେଶ୍ୱର ଆସୁଛି କୋଭିସିଲ୍ଡ ଟିକା । ସୂଚନା ଅନୁଯାୟୀ, ପ୍ରଥମ ଦଫାରେ ଭୁବନେଶ୍ୱରରେ ପହଞ୍ଚିବ କୋଭିସିଲ୍ଡ ଟିକାର ୪୦…

ପାରାଦ୍ୱୀପରେ ‘ସି ଭିଜିଲ’ ସମରାଭ୍ୟାସ

ପାରାଦ୍ୱୀପ: ପାରାଦ୍ୱୀପ ଉପକୂଳରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ‘ସି ଭିଜିଲ’। ଭାରତୀୟ ନୌସେନା, କୋଷ୍ଟଗାର୍ଡ, ସମେତ ୧୮ ଟି ସାମୁଦ୍ରିକ ଥାନାର କର୍ମଚାରୀ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି। ପ୍ରଥମ ଥର ପାଇଁ ଏହା ଇଣ୍ଟର ନାଭାଲ କମାଣ୍ଡ ବିଶାଖା ପଟନମ ଓ ନାଭାଲ…