Odia News Portal
Yearly Archives

2021

ହାଜତ ମୃତ୍ୟୁର ସତ୍ୟପାଠ ଦାଖଲ

କଟକ: ପୁରୀ ବାସେଳି ସାହି ଥାନା ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ରାଜ୍ୟ ସରକାରଙ୍କ ଅସ୍ୱୀକାର କରିଛନ୍ତି। ପୁରୀ ହାଜତ ମୃତ୍ୟୁ ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ସତ୍ୟପାଠ ସହ ପୋଷ୍ଟମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ରାଜ୍ୟ ସରକାର । ତେବେ ରିପୋର୍ଟରେ ହାଜତ…

ଶୋଏବ ମଲ୍ଲିକଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଲାହୋର: ଟେନିସ୍‌ ତାରକା ସାନିଆ ମିର୍ଜାଙ୍କ ସ୍ୱାମୀ ଶୋଏବ ମଲ୍ଲିକଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ସନ୍ଧ୍ୟାରେ ଲାହୋରରେ ସୋଏବଙ୍କ ସ୍ପୋର୍ଟସ୍‌ କାର୍ ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା…

ସଫଳ ହେଲା ଭାରତ, ସିଡନୀ ଟେଷ୍ଟ୍ ଡ୍ର

ସିଡନୀ: ସିଡନୀ ଟେଷ୍ଟରେ ଭାରତର ଦମଦାର ପ୍ରଦର୍ଶନ । ଖରାପ ସ୍ଥିତିରୁ ବାହାରି ମ୍ୟାଚ ଡ୍ର ରଖିବାରେ ସଫଳ ହୋଇଛି ଭାରତୀୟ ଦଳ । ଆଜି ଶେଷ ଦିନରେ ଅଧିନାୟକ ରାହାଣେ ୪ ରନ କରି ଆଉଟ ହେବା ପରେ ଭାରତୀୟ ଦଳ ଉପରେ ଅଧିକ ଚାପ ପଡିଥିଲା । ଭାରତ ୪୦୭ ବିଶାଳ ଟାର୍ଗେଟର ପିଛା କରୁଥିବା ବେଳେ…

କୃଷି ଆଇନ ସ୍ଥଗିତ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀ ସୀମାରେ ଜାରି ରହିଛି କୃଷି ଆଇନ ବିରୋଧରେ ଚାଷୀ ଆନ୍ଦୋଳନ । ଆଜି ସୁପ୍ରିମକୋର୍ଟରେ ଚାଷୀ ଆନ୍ଦୋଳନର ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । କୃଷି ଆଇନ ଅଚଳାବସ୍ଥା ନେଇ କେନ୍ଦ୍ର ସରକାରଙ୍କ ଉପରେ…

ଟିକାକରଣର ପୂର୍ବରୁ ରାଜ୍ୟକୁ ଆସିବ ଭ୍ୟାକ୍ସିନ

ଭୁବନେଶ୍ୱର: ଟିକାକରଣର ଦୁଇ ତିନି ଦିନ ପୂର୍ବରୁ ରାଜ୍ୟକୁ ପହଞ୍ଚିପାରେ ଟିକା । ଆସନ୍ତା ୧୬ ତାରିଖରେ ଦେଶରେ ଟିକାକରଣ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା । ତେବେ ଏହା ପୂର୍ବରୁ ରାଜ୍ୟରେ ଟିକା ପହଞ୍ଚିପାରେ ବୋଲି କୁହାଯାଉଛି । ଓଡ଼ିଶାର ୧୬୦ଟି ସ୍ଥାନରେ ଟିକାକରଣ ହେବ । ଦୁଇଟି ଜାଗାରେ ଟୁ…

କୋର୍ଟଙ୍କ ନିର୍ଦ୍ଦେଶ ମିଳିବା ପରେ ନିଷ୍ପତ୍ତି

ଭୁବନେଶ୍ୱର: ସ୍କୁଲ ଫି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏପର୍ଯ୍ୟନ୍ତ ହାଇକୋର୍ଟଙ୍କ ନିର୍ଦ୍ଦେଶ ପହଞ୍ଚି ନାହିଁ । ଯାହା କିଛି ଗଣମାଧ୍ୟମରୁ ଜାଣିବାକୁ ପାଇଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସି ବିଭାଗରେ ପହଞ୍ଚିବା ପରେ ତର୍ଜମା କରି…

ରାଜ୍ୟରେ ଆଉ ୨୪୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୧୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ବିଷାକ୍ତ ଶାଗ ନେଲା ଜୀବନ

ନୟାଗଡ଼: ବିଷାକ୍ତ ଶାଗ ଖାଇ ୩ବର୍ଷର ଶିଶୁର ମୃତ୍ୟୁ ହୋଇଥିବା ବେଳେ ତିନି ଜଣ ଅସୁସ୍ଥ ହୋଇଛନ୍ତି । ସମସ୍ତ ଅସୁସ୍ଥମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ବରସାହି ଗାଁରେ ଘଟିଛି ଏହି ଭଳି ଅଭାବନୀୟ ଘଟଣା । ମୃତ ଶିଶୁର…

ଧବଳେଶ୍ଵର ପୀଠରେ ସର୍ବସାଧାରଣ ଦର୍ଶନ

କଟକ: କରୋନା କଟକଣା ଭିତରେ ଆଜିଠାରୁ ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଖୋଲିଲା କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ମନ୍ଦିର । ଆଜିଠାରୁ ସର୍ବସାଧାରଣ ପ୍ରଭୁଙ୍କ ଦର୍ଶନ କରିପାରିବେ। ଗୋଟିଏ ଥରରେ ୫୦ ଜଣ ଭକ୍ତ ୬ଫୁଟ ଦୂରତା ମଧ୍ୟରେ ରହି ମନ୍ଦିର ପରିସରରେ ଦର୍ଶନ କରିବେ…

ଜଳିଗଲା ବସ୍ , ସୁରକ୍ଷିତ ଯାତ୍ରୀ

କନ୍ଧମାଳ: ଚଳନ୍ତା ବସରେ ନିଆଁ । ଅଳ୍ପକେ ବର୍ତ୍ତିଲେ ବସରେ ବସିଥିବା ଯାତ୍ରୀ । ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ୍ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଛକଠାରେ ଥିବା ବସରେ ନିଆଁ ଲାଗି ଯାଇଥିଲା । ରୁଦ୍ରକାଳୀ ନାମକ ଏକ ଘରୋଇ ବସ ଏ ରାମପୁର ଠାରୁ ଭଞ୍ଜନଗର ଅଭିମୁଖେ ଯିବା…